Philippians 1:10 — Compare Translations

7 translations compared side by side

Odia - 1840
"ଯେପରି ତୁମ୍ଭେ ଭଲ ଓ ମନ୍ଦର ପାର୍ଥକ୍ଯ ଦେଖିପାରିବ ଓ ଉତ୍ତମ ବିଷୟ ବାଛି ପାରିବ। ତହିଁରେ ଖ୍ରୀଷ୍ଟ ଯେଉଁଦିନ ଆସିବେ, ତୁମ୍ଭେ ଶୁଦ୍ଧ ଓ ଦୋଷଶୂନ୍ଯ ହବେ;"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରି ପାର, ପୁଣି ଈଶ୍ଵରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଧାର୍ମିକତାର ଯେଉଁ ଫଳ,
Odia BSI (ପବିତ୍ର ବାଇବଲ (CL) NT (BSI))
ଓ ତୁମ୍ଭେମାନେ ଯେପରି ଶ୍ରେଷ୍ଠ ବିଷୟ ସବୁ ମନୋନୀତ କରିପାରିବ। ତା’ହେଲେ; ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଆଗମନ ଦିନରେ ପରିଶୁଦ୍ଧ ଓ ଅନିନ୍ଦନୀୟ ରହିବ
Odia Bible ERV 2004 (ପବିତ୍ର ବାଇବଲ)
ଯେପରି ତୁମ୍ଭେ ଭଲ ଓ ମନ୍ଦର ପାର୍ଥକ୍ୟ ଦେଖି ପାରିବ ଓ ଉତ୍ତମ ବିଷୟ ବାଛି ପାରିବ। ତହିଁରେ ଖ୍ରୀଷ୍ଟ ଯେଉଁଦିନ ଆସିବେ, ତୁମ୍ଭେ ଶୁଦ୍ଧ ଓ ଦୋଷଶୂନ୍ୟ ହେବ;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରିପାର, ପୁଣି, ଈଶ୍ବରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ,
Odia IRV 2017 (ଓଡିଆ ବାଇବେଲ)
ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରି ପାର, ପୁଣି, ଈଶ୍ୱରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸೆಚ್ ಬರಿ ಕಾಮಾ ಖಲಿ ಮನ್ತಲೆ ತುಮಿ ಕಳ್ವುನ್ ಘೆತಲೆ ಹೊವ್ಚೆ, ಅನಿ ಕ್ರಿಸ್ತ್ ಯೆತಲ್ಯಾ ದಿಸಾತ್ ತುಮಿ ಸರಳ್ ಅನಿ ನಿತಳ್ ರ್‍ಹಾವ್ಚೆ ಮನುನ್,