Philippians 1:11 — Compare Translations

7 translations compared side by side

Odia - 1840
"ତୁମ୍ଭେ ପରମେଶ୍ବରଙ୍କ ପାଇଁ ମହିମା ଓ ପ୍ରଶଂସା ଉଦ୍ଦେଶ୍ଯ ରେ ଯୀଶୁଖ୍ରୀଷ୍ଟଙ୍କ ସାହାୟ୍ଯ ରେ ଅନକେ ଉତ୍ତମ କାମ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଓ ଈଶ୍ୱରଙ୍କ ଗୌରବ ଓ ପ୍ରଶଂସା ନିମନ୍ତେ ତୁମ୍ଭମାନଙ୍କର ଜୀବନ ଯୀଶୁ ଖ୍ରୀଷ୍ଟଙ୍କ ପ୍ରଦତ୍ତ ସମସ୍ତ ସଦ୍ଗୁଣରେ ପରିପୂର୍ଣ୍ଣ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ପରମେଶ୍ୱରଙ୍କ ପାଇଁ ମହିମା ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ସାହାଯ୍ୟରେ ଅନେକ ଉତ୍ତମ କାମ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಮಹಿಮಾ ಅನಿ ಸ್ತುತಿಸಾಟ್ನಿ ಜೆಜು ಕ್ರಿಸ್ತಾಚ್ಯಾ ವೈನಾ ಗಾವ್ತಲ್ಯಾ ಖರ್‍ಯಾ ನಿತಿಚ್ಯಾ ಫಳಾನ್ ತುಮ್ಚಿ ಜಿವನಾ ಭರುನ್ ರ್‍ಹಾತ್ಯಾತ್.