Philippians 1:12 — Compare Translations

7 translations compared side by side

Odia - 1840
"ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ଜଣାଇଦବୋକୁ ଇଚ୍ଛା କରେ ଯେ ମାେ ପ୍ରତି ଯାହା କିଛି ଘଟିଛି, ତାହା ସୁସମାଚାର ପ୍ରଚାର କରିବା ରେ ସାହାୟ୍ଯ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ମୋʼ ପ୍ରତି ଯାହା ଯାହା ଘଟିଅଛି, ସେହିସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ;
Odia BSI (ପବିତ୍ର ବାଇବଲ (CL) NT (BSI))
ହେ ଭାଇମାନେ! ମୁଁ ତୁମ୍ଭମାନଙ୍କୁ ଜଣାଇବାକୁ ଚାହେଁ ଯେ, ମୋ’ ପ୍ରତି ଯାହା ଯାହା ଘଟିଛି, ତାହା ସୁସମାଚାରର ଅଗ୍ରଗତିକୁ ସାହାଯ୍ୟ କରିଛି।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲଙ୍କ ସମସ୍ୟା ପ୍ରଭୁଙ୍କ କାର୍ଯ୍ୟରେ ସାହାଯ୍ୟ କରେ ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ଜଣାଇଦେବାକୁ ଇଚ୍ଛା କରେ ଯେ ମୋ’ ପ୍ରତି ଯାହାକିଛି ଘଟିଛି, ତାହା ସୁସମାଗ୍ଭର ପ୍ରଗ୍ଭର କରିବାରେ ସାହାଯ୍ୟ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ମୋʼ ପ୍ରତି ଯାହା ଯାହା ଘଟିଅଛି, ସେହିସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ;
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ମୋ' ପ୍ରତି ଯାହା ଯାହା ଘଟିଅଛି, ସେହି ସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಭಾವಾನು ಅನಿ ಭೆನಿಯಾನು, ಮಾಕಾ ಹೆ ಸಗ್ಳೆ ಹೊಲ್ಲೆ ಬರಿ ಖಬರ್ ಪರ್ಗಟ್ ಕರುಕ್ ಮಜತ್ ಹೊಲೆ ಮನುನ್ ತುಮಿ ಕಳ್ವುನ್ ಘೆವ್ಚೆ ಮನ್ತಲಿ ಮಾಜಿ ಆಶ್ಯಾ.