Philippians 1:13 — Compare Translations
7 translations compared side by side
Odia - 1840
"ସମଗ୍ର ପ୍ରହରୀ ଦଳ ଓ ଅନ୍ୟ ଲୋକମାନେ ଜାଣନ୍ତି ଯେ ମୁଁ ଖ୍ରୀଷ୍ଟଙ୍କ ଜଣେ ବିଶ୍ବାସୀ ହାଇେଥିବାରୁ ବନ୍ଦୀଘ ରେ ରଖାଯାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ମୋହର ବନ୍ଧନ ଯେ ଖ୍ରୀଷ୍ଟଙ୍କ ନିମନ୍ତେ, ଏହା ରାଜପ୍ରସାଦର ସମୁଦାୟ ସୈନ୍ୟଦଳ ଓ ଅନ୍ୟାନ୍ୟ ସମସ୍ତଙ୍କନିକଟରେ ପ୍ରକାଶିତ ହେଲା;
Odia BSI (ପବିତ୍ର ବାଇବଲ (CL) NT (BSI))
ଫଳରେ, ଏଠାକାର ସମସ୍ତ ପ୍ରସାଦରକ୍ଷୀ ଓ ଅନ୍ୟ ସମସ୍ତେ ଜାଣନ୍ତି ଯେ, ଖ୍ରୀଷ୍ଟଙ୍କର ସେବକ ହୋଇଥିବାରୁ ମୁଁ ବର୍ତ୍ତମାନ ବନ୍ଦୀଶାଳାରେ।
Odia Bible ERV 2004 (ପବିତ୍ର ବାଇବଲ)
ସମଗ୍ର ପ୍ରହରୀ ଦଳ ଓ ଅନ୍ୟ ଲୋକମାନେ ଜାଣନ୍ତି ଯେ ମୁଁ ଖ୍ରୀଷ୍ଟଙ୍କ ଜଣେ ବିଶ୍ୱାସୀ ହୋଇଥିବାରୁ ବନ୍ଦୀଘରେ ରଖାଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ମୋହର ବନ୍ଧନ ଯେ ଖ୍ରୀଷ୍ଟଙ୍କ ନିମନ୍ତେ, ଏହା ରାଜପ୍ରାସାଦର ସମୁଦାୟ ସୈନ୍ୟଦଳ ଓ ଅନ୍ୟାନ୍ୟ ସମସ୍ତଙ୍କ ନିକଟରେ ପ୍ରକାଶିତ ହେଲା;
Odia IRV 2017 (ଓଡିଆ ବାଇବେଲ)
ଯେଣୁ ମୋହର ବନ୍ଧନ ଯେ ଖ୍ରୀଷ୍ଟଙ୍କ ନିମନ୍ତେ, ଏହା ରାଜପ୍ରସାଦର ସମୁଦାୟ ସୈନ୍ୟଦଳ ଓ ଅନ୍ୟାନ୍ୟ ସମସ୍ତଙ୍କ ନିକଟରେ ପ୍ରକାଶିତ ହେଲା;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶೆ ಮಟ್ಲ್ಯಾರ್, ಮಿಯಾ ಬಂಧಿಖಾನ್ಯಾತ್ ಹೊತ್ತೊ ಕ್ರಿಸ್ತಾ ಸಾಟ್ನಿ ಮನುನ್ ರಾಜಾಚ್ಯಾ ಘರಾತ್ಲ್ಯಾ ರಾಕ್ವಲ್ಯಾಕ್ನಿ ಅನಿ ಹುರಲ್ಲ್ಯಾ ಸಗ್ಳ್ಯಾ ಲೊಕಾಕ್ನಿಬಿ ಗೊತ್ತ್ ಹೊಲೆ.