Philippians 1:14 — Compare Translations
7 translations compared side by side
Odia - 1840
"ମୁଁ ଏବେ ମଧ୍ଯ ବନ୍ଦୀଘ ରେ ଅଛି କିନ୍ତୁ ଅଧିକାଂଶ ଖ୍ରୀଷ୍ଟ ବିଶ୍ବାସୀ ଭାଇମାନେ, ଅଧିକ ଉତ୍ସାହିତ ହାଇେ ସାହସ ପୂର୍ବକ ନିର୍ଭୟ ରେ ଲୋକମାନଙ୍କୁ ଖ୍ରୀଷ୍ଟଙ୍କ ବାଣୀ ଶୁଣାଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନ ଦ୍ଵାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଈଶ୍ଵରଙ୍କ ବାକ୍ୟ କହିବା ନିମନ୍ତେ ଅତ୍ୟୁତ୍ସୁକଭାବେ ସାହସୀ ହୋଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ମୁଁ ବନ୍ଦୀ ହୋଇଥିବାରୁ ଅନେକ ଭାଇମାନଙ୍କର ପ୍ରଭୁଙ୍କ ପ୍ରତି ଅଧିକ ବିଶ୍ୱାସ ଜନ୍ମିଛି, ପୁଣି ଏହା ଫଳରେ ନିର୍ଭୀକମାନେ ଈଶ୍ୱରଙ୍କ ବାର୍ତ୍ତା ପ୍ରଚାର କରିବାକୁ ସେମାନଙ୍କର ସାହସ ବୃଦ୍ଧି ପାଇଛି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏବେ ମଧ୍ୟ ବନ୍ଦୀଘରେ ଅଛି କିନ୍ତୁ ଅଧିକାଂଶ ଖ୍ରୀଷ୍ଟ ବିଶ୍ୱାସୀ ଭାଇମାନେ, ଅଧିକ ଉତ୍ସାହିତ ହୋଇ ସାହସ ପୂର୍ବକ ନିର୍ଭୟରେ ଲୋକମାନଙ୍କୁ ଖ୍ରୀଷ୍ଟଙ୍କ ବାଣୀ ଶୁଣାଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନ ଦ୍ୱାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଈଶ୍ବରଙ୍କ ବାକ୍ୟ କହିବା ନିମନ୍ତେ ଅତି ଉତ୍ସୁକଭାବେ ସାହସୀ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନଦ୍ୱାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଈଶ୍ୱରଙ୍କ ବାକ୍ୟ କହିବା ନିମନ୍ତେ ଅତି ଉତ୍ସୁକଭାବେ ସାହସୀ ହୋଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಮಾಜ್ಯಾ ಭಾವಾನಿ ಅನಿ ಭೆನಿಯಾನಿ ಲೈ ಲೊಕಾನಿ ಮಾಕಾ ಬಂಧಿಖಾನ್ಯಾತ್ ಥವಲ್ಲ್ಯಾ ಸಾಟಿಚ್ ಕ್ರಿಸ್ತಾಚ್ಯಾ ವರ್ತಿ ಬರೊಸೊ ಥವ್ನ್ ಘೆವ್ನ್ ದೆವಾಚಿ ಬರಿ ಖಬರ್ ಭಿಂಯೆನಸ್ತಾನಾ ಸಾಂಗುಕ್ ಅನಿಬಿ ಧೈರ್ಯ್ ಕರುನ್ ಘೆಟ್ಲ್ಯಾತ್.