Philippians 1:15 — Compare Translations
7 translations compared side by side
Odia - 1840
"ଏହା ସତ୍ଯ ଯେ ସମାନଙ୍କେ ଭିତରୁ କେତଜେଣ କଠାେର ଓ ଈର୍ଷାନ୍ବିତ ହାଇେ ବିବାଦ ମନୋଭାବ ନଇେ ଖ୍ରୀଷ୍ଟଙ୍କ ବିଷୟ ରେ ପ୍ରଚାର କରୁଛନ୍ତି, କିନ୍ତୁ ଅନ୍ୟମାନେ ସଦ୍ ଭାବରେ ଖ୍ରୀଷ୍ଟଙ୍କ ବିଷୟ ରେ ପ୍ରଚାର କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି କେହି ଈର୍ଷା ଓ ବିବାଦ ହେତୁ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଅଛନ୍ତି ସତ୍ୟ, କିନ୍ତୁ ଆଉ କେହି କେହି ସଦ୍ଭାବରେ ତାହା କରୁଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ଅବଶ୍ୟ ସେମାନଙ୍କ ମଧ୍ୟରୁ କେତେକ କଳହପ୍ରିୟ ଓ ଈର୍ଷାନ୍ୱିତ ହୋଇ ପ୍ରଚାର କାର୍ଯ୍ୟରେ ଏବେ ଲାଗି ପଡ଼ିଛନ୍ତି। କିନ୍ତୁ ଅନ୍ୟମାନେ ଆନ୍ତରିକତା ସହିତ ତାହା କରୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଏହା ସତ୍ୟ ଯେ ସେମାନଙ୍କ ଭିତରୁ କେତେଜଣ କଠୋର ଓ ଈର୍ଷାନ୍ୱିତ ହୋଇ ବିବାଦ ମନୋଭାବ ନେଇ ଖ୍ରୀଷ୍ଟଙ୍କ ବିଷୟରେ ପ୍ରଗ୍ଭର କରୁଛନ୍ତି, କିନ୍ତୁ ଅନ୍ୟମାନେ ସଦ୍ଭାବରେ ଖ୍ରୀଷ୍ଟଙ୍କ ବିଷୟରେ ପ୍ରଗ୍ଭର କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି କେହି ଈର୍ଷା ଓ ବିବାଦ ହେତୁ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଅଛନ୍ତି ସତ୍ୟ, କିନ୍ତୁ ଆଉ କେହି କେହି ସତ୍ ଭାବରେ ତାହା କରୁଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
କେହି କେହି ଈର୍ଷା ଓ ବିବାଦ ହେତୁ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଅଛନ୍ତି ସତ୍ୟ, କିନ୍ତୁ ଆଉ କେହି କେହି ସତ୍ ଭାବରେ ତାହା କରୁଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲಿ ಲೊಕಾ ಕುಸ್ಡೆಪಾನ್ ಅನಿ ಭೆದ್-ಭಾವ್ ಹಾನುಚೆ ಮನುನ್ ಅನಿ ಉಲ್ಲಿ ಲೊಕಾ ಬರ್ಯಾ ಮನಾನ್ ಕ್ರಿಸ್ತಾಕ್ ಪರ್ಗಟ್ ಕರ್ತಾತ್.