Philippians 1:16 — Compare Translations

7 translations compared side by side

Odia - 1840
"ସମାନେେ ପ୍ ରମେ କରୁଥିବାରୁ ପ୍ରଚାର କରୁଛନ୍ତି। ସମାନେେ ଜାଣନ୍ତି ଯେ, ସୁସମାଚାରର ପକ୍ଷ ସମର୍ଥନ କରିବା ପାଇଁ ପରମେଶ୍ବର ମାେତେ ଦାଯିତ୍ବ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେ ସୁସମାଚାରର ପକ୍ଷ ସମର୍ଥନ କରିବା ନିମନ୍ତେ ନିଯୁକ୍ତ ରହିଅଛି, ଏହା ଜାଣି ଏକ ପକ୍ଷ ପ୍ରେମ ହେତୁ ତାହା କରନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ଏମାନେ ମୋ’ ପ୍ରତି ପ୍ରେମ ଯୋଗୁଁ ତାହା କରନ୍ତି। କାରଣ ସେମାନେ ଜାଣନ୍ତି ଯେ, ଈଶ୍ୱର ମୋତେ ସୁସମାଚାରର ସୁରକ୍ଷା ଦାୟତ୍ୱ ଦେଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପ୍ରେମ କରୁଥିବାରୁ ପ୍ରଗ୍ଭର କରୁଛନ୍ତି। ସେମାନେ ଜାଣନ୍ତି ଯେ, ସୁସମାଗ୍ଭରର ପକ୍ଷ ସମର୍ଥନ କରିବା ପାଇଁ ପରମେଶ୍ୱର ମୋତେ ଦାୟିତ୍ୱ ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେ ସୁସମାଚାରର ପକ୍ଷ ସମର୍ଥନ କରିବା ନିମନ୍ତେ ନିଯୁକ୍ତ ରହିଅଛି, ଏହା ଜାଣି ଏକ ପକ୍ଷ ପ୍ରେମ ହେତୁ ତାହା କରନ୍ତି,
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେ ସୁସମାଚାରର ପକ୍ଷ ସମର୍ଥନ କରିବା ନିମନ୍ତେ ନିଯୁକ୍ତ ରହିଅଛି, ଏହା ଜାଣି ଏକ ପକ୍ଷ ପ୍ରେମ ହେତୁ ତାହା କରନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆನಿ ತರ್ ಬರ್‍ಯಾ ಖಬ್ರೆಕ್ ಉತ್ತರ್ ಸಾಂಗ್ತಲ್ಯಾ ವಿಶಯಾತ್ ಮಾಕಾ ಹಿತ್ತೆ ಘಾಟ್ಲಾತ್ ಮನುನ್ ಗೊತ್ತ್ ಕರುನ್ ಘೆವ್ನ್ ಪ್ರೆಮಾನ್ ಪರ್ಗಟ್ ಕರ್ತಾತ್.