Philippians 1:17 — Compare Translations
7 translations compared side by side
Odia - 1840
"କିନ୍ତୁ ଅନ୍ୟ ଲୋକମାନେ ଖ୍ରୀଷ୍ଟଙ୍କ ବିଷୟ ରେ ପ୍ରଚାର କରୁଛନ୍ତି କାରଣ ସମାନେେ ସ୍ବାର୍ଥପର। ସମାନେେ ମନ୍ଦ ଅଭିପ୍ରାୟ ରେ ପ୍ରଚାର କରନ୍ତି। ସମାନେେ ବନ୍ଦୀଘ ରେ ମାେ ପାଇଁ ବିପଦ ସୃଷ୍ଟି କରିବା ପାଇଁ ଚାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଅନ୍ୟ ପକ୍ଷ ମୋହର ବନ୍ଧନରେ ମୋତେ କ୍ଳେଶ ଦେବାକୁ ଭାବି ଅସରଳ ଭାବରେ ସ୍ଵାର୍ଥପରତା ସକାଶେ ଖ୍ରୀଷ୍ଟଙ୍କୁ ପ୍ରଚାର କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନ୍ୟମାନେ ବିଶ୍ୱସ୍ତଭାବେ ଖ୍ରୀଷ୍ଟଙ୍କ ବାର୍ତ୍ତା ପ୍ରଚାର ନ କରି ସ୍ୱାର୍ଥପର ଉଦ୍ଦେଶ୍ୟ ନେଇ ତା’ କରିଛନ୍ତି। ମୁଁ ବନ୍ଦୀଶାଳାରେ ପଡ଼ିଥିବାବେଳେ ମୋ’ ମନରେ ଅଧିକ କଷ୍ଟ ଦେବାକୁ ସେମାନେ ତାହା କରୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଅନ୍ୟ ଲୋକମାନେ ଖ୍ରୀଷ୍ଟଙ୍କ ବିଷୟରେ ପ୍ରଗ୍ଭର କରୁଛନ୍ତି କାରଣ ସେମାନେ ସ୍ୱାର୍ଥପର। ସେମାନେ ମନ୍ଦ ଅଭିପ୍ରାୟରେ ପ୍ରଗ୍ଭର କରନ୍ତି। ସେମାନେ ବନ୍ଦୀଘରେ ମୋ’ ପାଇଁ ବିପଦ ସୃଷ୍ଟି କରିବା ପାଇଁ ଗ୍ଭହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଅନ୍ୟ ପକ୍ଷ ମୋହର ବନ୍ଧନରେ ମୋତେ କ୍ଳେଶ ଦେବାକୁ ଭାବି ଅସରଳ ଭାବରେ ସ୍ୱାର୍ଥପରତା ସକାଶେ ଖ୍ରୀଷ୍ଟଙ୍କୁ ପ୍ରଚାର କରନ୍ତି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଅନ୍ୟ ପକ୍ଷ ମୋହର ବନ୍ଧନରେ ମୋତେ କ୍ଳେଶ ଦେବାକୁ ଭାବି ଅସରଳ ଭାବରେ ସ୍ୱାର୍ଥପରତା ସକାଶେ ଖ୍ରୀଷ୍ଟଙ୍କୁ ପ୍ରଚାର କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಉರಲ್ಲಿ ಲೊಕಾ ಖರ್ಯಾಪಾನಾನ್ ಪರ್ಗಟ್ ಕರಿನಾ ಹೊಲ್ಯಾತ್, ತೆನಿ ಬುರ್ಶ್ಯಾ ಮನಾನಿ ಅಪ್ಲ್ಯಾ ಸ್ವತಾಚ್ಯಾ ಸಾಟ್ನಿ ಮಾಕಾ ತರಾಸ್ ಲೈ ಹೊಂವ್ದಿ ಮನುನ್ ಕ್ರಿಸ್ತಾಕ್ ಪರ್ಗಟ್ ಕರ್ತಾತ್.