Philippians 1:18 — Compare Translations

7 translations compared side by side

Odia - 1840
"ଯଦି ସମାନେେ ମାେ ପାଇଁ ବିପଦ ସୃଷ୍ଟି କରନ୍ତି, ମୁଁ ସେଥିପାଇଁ ଚିନ୍ତିତ ନୁହେଁ। ମୁଖ୍ଯ କଥା ହେଲା ଯେ ସମାନେେ ଖ୍ରୀଷ୍ଟଙ୍କ ବିଷୟ ରେ କହୁଛନ୍ତି। ମୁଁ ମଧ୍ଯ ଚା ହେଁ ଯେ ସମାନେେ ଖ୍ରୀଷ୍ଟଙ୍କ ବିଷୟ ରେ ଲୋକମାନଙ୍କୁ କୁହନ୍ତୁ। ସମାନେେ ଭଲ ଉଦ୍ଦେଶ୍ଯ ରଖି ସପରେି କରନ୍ତୁ। କିନ୍ତୁ ଉଦ୍ଦେଶ୍ଯ ଭଲ ହେଉ ବା ମନ୍ଦ, ପ୍ରଚାର ତ ଯୀଶୁଙ୍କର ହେଉଛି, ସେଥିପାଇଁ ମୁଁ ଆନନ୍ଦିତ। ମୁଁ ଆନନ୍ଦିତ ହେଉଥିବି ମଧ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ବା କଅଣ? କପଟ ଭାବରେ ହେଉ ବା ସରଳ ଭାବରେ ହେଉ, ଯେକୌଣସି ପ୍ରକାରେ ଖ୍ରୀଷ୍ଟ ପ୍ରଚାରିତ ହେଉଅଛନ୍ତି, ଏଥିରେ ମୁଁ ଆନନ୍ଦ କରୁଅଛି, ହଁ, ଆନନ୍ଦ କରିବି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଥିରେ କିଛି ଯାଏ ଆସେ ନାହିଁ। ସଦୁଉଦ୍ଦେଶ୍ୟରେ ହେଉ ବା ଅସତ୍ ଅଭିପ୍ରାୟ ନେଇ ହେଉ, ଯେ କୌଣସି ଉପାୟରେ ଖ୍ରୀଷ୍ଟଙ୍କ ବାର୍ତ୍ତା ପ୍ରଚାରିତ ହେଲେ, ସେଥିରେ ମୋର ଆନନ୍ଦ। ମୁଁ ଆନନ୍ଦ କରୁଥିବି,
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେମାନେ ମୋ’ ପାଇଁ ବିପଦ ସୃଷ୍ଟି କରନ୍ତି, ମୁଁ ସେଥିପାଇଁ ଚିନ୍ତିତ ନୁହେଁ। ମୁଖ୍ୟ କଥା ହେଲା ଯେ ସେମାନେ ଖ୍ରୀଷ୍ଟଙ୍କ ବିଷୟରେ କହୁଛନ୍ତି। ମୁଁ ମଧ୍ୟ ଗ୍ଭହେଁ ଯେ ସେମାନେ ଖ୍ରୀଷ୍ଟଙ୍କ ବିଷୟରେ ଲୋକମାନଙ୍କୁ କୁହନ୍ତୁ। ସେମାନେ ଭଲ ଉଦ୍ଦେଶ୍ୟ ରଖି ସେହିପରି କରନ୍ତୁ। କିନ୍ତୁ ଉଦ୍ଦେଶ୍ୟ ଭଲ ହେଉ ବା ମନ୍ଦ, ପ୍ରଗ୍ଭର ତ ଯୀଶୁଙ୍କର ହେଉଛି, ସେଥିପାଇଁ ମୁଁ ଆନନ୍ଦିତ। ମୁଁ ଆନନ୍ଦିତ ହେଉଥିବି ମଧ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ବା କଅଣ? କପଟ ଭାବରେ ହେଉ ବା ସତ୍ୟ ଭାବରେ ହେଉ, ଯେକୌଣସି ପ୍ରକାରେ ଖ୍ରୀଷ୍ଟ ପ୍ରଚାରିତ ହେଉଅଛନ୍ତି, ଏଥିରେ ମୁଁ ଆନନ୍ଦ କରୁଅଛି, ହଁ, ଆନନ୍ଦ କରିବି।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ବା କ'ଣ? କପଟ ଭାବରେ ହେଉ ବା ସରଳ ଭାବରେ ହେଉ, ଯେକୌଣସି ପ୍ରକାରେ ଖ୍ରୀଷ୍ଟ ପ୍ରଚାରିତ ହେଉଅଛନ୍ତି, ଏଥିରେ ମୁଁ ଆନନ୍ଦ କରୁଅଛି, ହଁ, ଆନନ୍ଦ କରିବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶೆಬಿ ಹೊಂವ್ದಿ, ಕುಸ್ಡೆಪಾನ್ ನಾ ತರ್ ಬರೆಪಾನಾನ್ ಕ್ರಿಸ್ತಾಕ್ ಪರ್ಗಟ್ ಕರುಲಾಗಲೆ ಮಾಕಾ ಖುಶಿ ಹಾಯ್, ಅನಿ ಫಿಡೆ ಮಿಯಾ ಖುಶಿ ಹೊತಾ.