Philippians 1:19 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ମାେ ପାଇଁ ପ୍ରାର୍ଥନା କରୁଛ ଓ ଯୀଶୁଖ୍ରୀଷ୍ଟଙ୍କ ଆତ୍ମା ମାେତେ ସାହାୟ୍ଯ କରୁଛନ୍ତି। ଅତଏବ ମୁଁ ଜାଣେ ଯେ ଏହି ବିଷୟ ମାେ ପରିତ୍ରାଣର କାରଣ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁ ଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ଵାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ,
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ, ମୁଁ ଜାଣେ ତୁମ୍ଭମାନଙ୍କର ପ୍ରାର୍ଥନା ଓ ଯୀଶୁ ଖ୍ରୀଷ୍ଟଙ୍କର ଆତ୍ମାଙ୍କ ସାହାଯ୍ୟ ଦ୍ୱାରା ମୁଁ ମୁକ୍ତି ଲାଭ କରିବି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ମୋ’ ପାଇଁ ପ୍ରାର୍ଥନା କରୁଛ ଓ ଯୀଶୁ ଖ୍ରୀଷ୍ଟଙ୍କ ଆତ୍ମା ମୋତେ ସାହାଯ୍ୟ କରୁଛନ୍ତି। ଅତଏବ ମୁଁ ଜାଣେ ଯେ ଏହି ବିଷୟ ମୋ’ ପରିତ୍ରାଣର କାରଣ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁ ଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ୱାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ,
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ୱାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ತುಮ್ಚ್ಯಾ ಮಾಗ್ನಿನಿ, ಅನಿ ಜೆಜು ಕ್ರಿಸ್ತಾಚ್ಯಾ ಆತ್ಮ್ಯಾಚ್ಯಾ ಮಜತಿ ವೈನಾ ಮಾಕಾ ಸುಟ್ಕಾ ಹೊವ್ಕ್ ಅನುಕುಲ್ ಹೊತಾ ಮನುನ್ ಮಾಕಾ ಗೊತ್ತ್ ಹಾಯ್.