Philippians 1:21 — Compare Translations

7 translations compared side by side

Odia - 1840
"ମାରେ ବଞ୍ଚି ରହିବାର ଅର୍ଥ ହେଉଛି ଖ୍ରୀଷ୍ଟ। ମୃତ୍ଯୁ ମଧ୍ଯ ମାେ ପାଇଁ ଏକ ଲାଭ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୋʼ ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ, ପୁଣି ମୃତ୍ୟୁଭୋଗ ଲାଭଜନକ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବାସ୍ତବିକ, ମୋ’ ଜୀବନରେ ଖ୍ରୀଷ୍ଟ ହିଁ ସର୍ବେସର୍ବା। ତେଣୁ ମୋ’ ପକ୍ଷରେ ମୃତ୍ୟୁ ଅଧିକ ଲାଭଜନକ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ବଞ୍ଚି ରହିବାର ଅର୍ଥ ହେଉଛି ଖ୍ରୀଷ୍ଟ। ମୃତ୍ୟୁ ମଧ୍ୟ ମୋ’ ପାଇଁ ଏକ ଲାଭ ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୋʼ ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ, ପୁଣି, ମୃତ୍ୟୁଭୋଗ ଲାଭଜନକ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୋ' ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ, ପୁଣି, ମୃତ୍ୟୁଭୋଗ ଲାଭଜନକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಝಿತ್ತೊ ರ್‍ಹಾತಲೊ ಮಟ್ಲ್ಯಾರ್ ಕ್ರಿಸ್ತುಚ್, ಮರಾನ್ಬಿ ಮಾಕಾ ಫಾಯ್ದೊಚ್.