Philippians 1:22 — Compare Translations

7 translations compared side by side

Odia - 1840
"ଯଦି ମୁଁ ଶରୀର ରେ ଜୀବିତ ରୁ ହେ, ତା ହେଲେ ମୁଁ ପ୍ରଭୁଙ୍କ ପାଇଁ କାମ କରି ପାରିବି। ଜୀବନ ବା ମୃତ୍ଯୁ ତହିଁରୁ ତାହାକୁ ବାଛିବ, ମୁଁ ଏହା ଜାଣନୋ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଶରୀରରେ ଜୀବନଧାରଣ ଯଦି ମୋʼ ପକ୍ଷରେ ଫଳପ୍ରଦ କାର୍ଯ୍ୟସାଧନ ହୁଏ, ତେବେ ମୁଁ କଅଣ ପସନ୍ଦ କରିବି, ତାହା ଜାଣେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯଦି ବଞ୍ଚିରହି ମୁଁ ଅଧିକ ଫଳପ୍ରଦ କାର୍ଯ୍ୟ କରିପାରେ, ତେବେ ଜୀବନ ବା ମରଣ କାହାକୁ ପସନ୍ଦ କରିବି, ମୁଁ ଠିକ୍ କରିପାରୁ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ମୁଁ ଶରୀରରେ ଜୀବିତ ରୁହେ, ତା’ହେଲେ ମୁଁ ପ୍ରଭୁଙ୍କ ପାଇଁ କାମ କରି ପାରିବି। ଜୀବନ ବା ମୃତ୍ୟୁ ତହିଁରୁ ତାହାକୁ ବାଛିବ, ମୁଁ ଏହା ଜାଣେନା?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଶରୀରରେ ଜୀବନଧାରଣ ଯଦି ମୋʼ ପକ୍ଷରେ ଫଳପ୍ରଦ କାର୍ଯ୍ୟ ସାଧନ ହୁଏ, ତେବେ ମୁଁ କଅଣ ପସନ୍ଦ କରିବି, ତାହା ଜାଣେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଶରୀରରେ ଜୀବନଧାରଣ ଯଦି ମୋ' ପକ୍ଷରେ ଫଳପ୍ରଦ କାର୍ଯ୍ୟ ସାଧନ ହୁଏ, ତେବେ ମୁଁ କ'ଣ ପସନ୍ଦ କରିବି, ତାହା ଜାଣେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಾಮಾ ಕರುನ್ ಫಳ್ ಘೆತಲೆ ಮಾಜ್ಯಾ ಆಂಗಾಕ್ ಅನುಕುಲ್ ಹೊತಾ, ಅಶೆ ಹೊವ್ನ್ ಮಿಯಾ ಖಲೆ ಎಚುನ್ ಘೆವ್ಚೆ ಮನುನ್ ಮಾಕಾ ಕಳಿನಾ ಹೊಲಾ.