Philippians 1:25 — Compare Translations

7 translations compared side by side

Odia - 1840
"ମୁଁ ଜାଣେ ତୁମ୍ଭମାନେେ ମାେତେ ଚାହୁଁଛ। ସେଥିପାଇଁ ମୁଁ ତୁମ୍ଭ ସହିତ ରହିବି ବୋଲି ମୁଁ ଜାଣେ। ବିଶ୍ବାସ ରେ ତୁମ୍ଭର ବୃଦ୍ଧି ଓ ଆନନ୍ଦ ପାଇବା ନିମନ୍ତେ ମୁଁ ତୁମ୍ଭକୁ ସାହାୟ୍ଯ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମୁଁ ଦୃଢ଼ ରୂପେ ଏହା ଜାଣେ ଯେ, ମୁଁ ରହିବି, ହଁ, ବିଶ୍ଵାସରେ ତୁମ୍ଭମାନଙ୍କର ବୃଦ୍ଧି ଓ ଆନନ୍ଦ ନିମନ୍ତେ ତୁମ୍ଭସମସ୍ତଙ୍କ ସହିତ ରହିବି,
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଏ ବିଷୟରେ ନିଶ୍ଚିତ, ଏଣୁ ମୁଁ ଜାଣେ, ମୁଁ ବଞ୍ଚି ରହିବି। ତୁମ୍ଭମାନଙ୍କ ବିଶ୍ୱାସର ଉନ୍ନତି ଓ ଆନନ୍ଦ ପାଇଁ ମୁଁ ତୁମ ସମସ୍ତଙ୍କ ସହିତ ରହିବି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜାଣେ ତୁମ୍ଭେମାନେ ମୋତେ ଗ୍ଭହୁଁଛ। ସେଥିପାଇଁ ମୁଁ ତୁମ୍ଭ ସହିତ ରହିବି ବୋଲି ମୁଁ ଜାଣେ। ବିଶ୍ୱାସରେ ତୁମ୍ଭର ବୃଦ୍ଧି ଓ ଆନନ୍ଦ ପାଇବା ନିମନ୍ତେ ମୁଁ ତୁମ୍ଭକୁ ସାହାଯ୍ୟ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମୁଁ ଦୃଢ଼ରୂପେ ଏହା ଜାଣେ ଯେ, ମୁଁ ରହିବି, ହଁ, ବିଶ୍ୱାସରେ ତୁମ୍ଭମାନଙ୍କର ବୃଦ୍ଧି ଓ ଆନନ୍ଦ ନିମନ୍ତେ ତୁମ୍ଭ ସମସ୍ତଙ୍କ ସହିତ ରହିବି,
Odia IRV 2017 (ଓଡିଆ ବାଇବେଲ)
ଆଉ ମୁଁ ଦୃଢ଼ରୂପେ ଏହା ଜାଣେ ଯେ, ମୁଁ ରହିବି, ହଁ, ବିଶ୍ୱାସରେ ତୁମ୍ଭମାନଙ୍କର ବୃଦ୍ଧି ଓ ଆନନ୍ଦ ନିମନ୍ତେ ତୁମ୍ଭ ସମସ୍ତଙ୍କ ସହିତ ରହିବି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಹೊವ್ನ್ ತುಮ್ಕಾ ವಿಶ್ವಾಸಾತ್ ವಾಡಾವಳಿಕ್ ಅನಿ ಕುಶಿ ಹೊವ್‍ಸಾಟ್ನಿ ಮಿಯಾ ತುಮ್ಚ್ಯಾ ವಾಂಗ್ಡಾ ಝಿತ್ತೊ ರ್‍ಹಾತಾ ಮನುನ್ ಮಿಯಾ ಲೈ ವಿಶ್ವಾಸ್ ಥವ್ಲಾ ಅನಿ ಮಾಕಾ ಗೊತ್ತ್ ಹಾಯ್.