Philippians 1:27 — Compare Translations

7 translations compared side by side

Odia - 1840
"ଖ୍ରୀଷ୍ଟଙ୍କ ସୁସମାଚାର ଯୋଗ୍ଯ ଜୀବନ ଯାପନ କରିବା ପାଇଁ ଦୃଢ଼ ସଂକଳ୍ପ ହୁଅ। ଏହାଦ୍ବାରା ମୁଁ ତୁମ୍ଭ ପାଖକୁ ଯାଇ ତୁମ୍ଭକୁ ଦେଖେ ବା ତୁମ୍ଭଠାରୁ ଦୂର ରେ ଥାଏ; ତୁମ୍ଭ ବିଷୟ ରେ ଶୁଣିବି ଯେ ତୁମ୍ଭମାନେେ ଏକ ଉଦ୍ଦେଶ୍ଯ ରେ, ଏକମନ ହାଇେ, ସୁସମାଚାରରୁ ଉତ୍ପନ୍ନ ବିଶ୍ବାସ ପାଇଁ ଦୃଢ଼ ଭାବରେ କାର୍ୟ୍ଯ କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଏହିମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ଵରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ଵାସ ନିମନ୍ତେ ଏକ ପ୍ରାଣରେ ଏକ ସଙ୍ଗରେ ଉଦ୍ୟମ କରୁଅଛ,
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ତୁମ୍ଭମାନଙ୍କୁ ଦେଖିପା ପାଇଁ ଯିବାକୁ ସମର୍ଥ ହୁଏ ଅବା ନ ହୁଏ, ବର୍ତ୍ତମାନ ପ୍ରଧାନ ବିଷୟ ହେଉଛି, ତୁମ୍ଭମାନଙ୍କର ଜୀବନ ପ୍ରଣାଳୀ ଯେପରି ଖ୍ରୀଷ୍ଟଙ୍କ ସୁସମାଚାରର ଅନୁରୂପ ହେବ - ମୁଁ ଯେପରି ଶୁଣିବି, ତୁମ୍ଭେମାନେ ଏକ ଉଦ୍ଦେଶ୍ୟ ନେଇ ଦୃଢ଼ ରୂପେ ଠିଆ ହୋଇଛ ଓ ଏକ ଆକାଂକ୍ଷା ନେଇ ସୁସମାଚାର ବିଶ୍ୱାସ ନିମନ୍ତେ ଏକକ ସଂଗ୍ରାମ କରୁଛ।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟଙ୍କ ସୁସମାଗ୍ଭର ଯୋଗ୍ୟ ଜୀବନଯାପନ କରିବା ପାଇଁ ଦୃଢ଼ ସଂକଳ୍ପ ହୁଅ। ଏହା ଦ୍ୱାରା ମୁଁ ତୁମ୍ଭ ପାଖକୁ ଯାଇ ତୁମ୍ଭକୁ ଦେଖେ ବା ତୁମ୍ଭଠାରୁ ଦୂରରେ ଥାଏ; ତୁମ୍ଭ ବିଷୟରେ ଶୁଣିବି ଯେ ତୁମ୍ଭେମାନେ ଏକ ଉଦ୍ଦେଶ୍ୟରେ, ଏକମନ ହୋଇ, ସୁସମାଗ୍ଭରରୁ ଉତ୍ପନ୍ନ ବିଶ୍ୱାସ ପାଇଁ ଦୃଢ଼ ଭାବରେ କାର୍ଯ୍ୟ କରୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ,
Odia IRV 2017 (ଓଡିଆ ବାଇବେଲ)
ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಜಗ್ಗೊಳ್ ಯೆವ್ನ್ ಬಗುಂದಿತ್ ನಾ ತರ್ ಧುರ್ನಾ ಬಗ್ಲ್ಯಾರ್ಬಿ, ತುಮ್ಚಿ ಖಬರ್ ದುಸ್ರ್ಯಾಂಚ್ಯಾಕ್ನಾ ಆಯಿಕ್ಲ್ಯಾರ್ಬಿ, ತುಮಿ ಕ್ರಿಸ್ತಾಚ್ಯಾ ಬರ್‍ಯಾ ಖಬ್ರೆಕ್ ಸಮಾ ಹೊವ್ನ್ ಚಲುಗೆಂತ್ ರ್‍ಹಾವಾ, ತನ್ನಾ ತುಮಿ ವಿರೊಧ್ ಹೊವ್ನ್ ಯೆತಲ್ಯಾಕ್ನಿ ಕಸ್ಲ್ಯಾ ವಿಶಯಾತ್ಬಿ ಎಕುಚ್ ಮನಾನ್ ಘಟ್ಟ್ ಇಬೆ ರಾವ್ನ್ ಬರ್‍ಯಾ ಖಬ್ರೆರ್ ಥವಲ್ಲ್ಯಾ ವಿಶ್ವಾಸಾಟಿ ಎಕುಚ್ ಮನಾನ್ ಹೊರಾಟ್ ಕರ್‍ತಲೆ ಹೊಲ್ಯಾಸಿ ಮನುನ್ ಮಿಯಾ ಗೊತ್ತ್ ಕರುನ್ ಘೆತಾ.