Philippians 1:29 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରିବା ନିମନ୍ତେ କବଳେ ପରମେଶ୍ବର ତୁମ୍ଭକୁ ସୁ ଯୋଗ ଦଇେଛନ୍ତିା ତାହା ୟଥେଷ୍ଟ ନୁହେଁ, ଖ୍ରୀଷ୍ଟଙ୍କ ପାଇଁ ଦୁଃଖ ଭୋଗ କରିବା ନିମନ୍ତେ ମଧ୍ଯ ତୁମ୍ଭମାନଙ୍କୁ ସୁଯୋଗ ଦଇେଛନ୍ତି। ଏହି ଉଭୟ ବିଷୟ ଯୀଶୁଖ୍ରୀଷ୍ଟଙ୍କୁ ଗୌରବନ୍ବିତ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ଵାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦତ୍ତ ହୋଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦତ୍ତ ହୋଇଅଛି;
Odia BSI (ପବିତ୍ର ବାଇବଲ (CL) NT (BSI))
କେବଳ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ନୁହେଁ, ତାଙ୍କ ନିମନ୍ତେ କ୍ଲେଶଭୋଗ କରିବା ଦ୍ୱାରା ତୁମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସେବା କରିବା ପାଇଁ ସୁଯୋଗ ଦିଆଯାଇଛି।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ନିମନ୍ତେ କେବଳ ପରମେଶ୍ୱର ତୁମ୍ଭକୁ ସୁଯୋଗ ଦେଇଛନ୍ତିା ତାହା ଯଥେଷ୍ଟ ନୁହେଁ, ଖ୍ରୀଷ୍ଟଙ୍କ ପାଇଁ ଦୁଃଖ ଭୋଗ କରିବା ନିମନ୍ତେ ମଧ୍ୟ ତୁମ୍ଭମାନଙ୍କୁ ସୁଯୋଗ ଦେଇଛନ୍ତି। ଏହି ଉଭୟ ବିଷୟ ଯୀଶୁ ଖ୍ରୀଷ୍ଟଙ୍କୁ ଗୌରବାନ୍ୱିତ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି;
Odia IRV 2017 (ଓଡିଆ ବାଇବେଲ)
କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಕ್ರಿಸ್ತಾಚ್ಯಾ ವರ್ತಿ ವಿಶ್ವಾಸ್ ಥವ್ತಲೆ ಎಕುಚ್ ನ್ಹಯ್ ತೆಚ್ಯಾ ಸಾಟ್ನಿ ತರಾಸ್ ಸೊಸುನ್ ಘೆತಲೆಬಿ ತುಮ್ಕಾ ಎಕ್ ಬರೊ ಅವ್ಕಾಸ್ ಕರುನ್ ದಿಲ್ಲೊ ಹಾಯ್.