Philippians 1:3 — Compare Translations

7 translations compared side by side

Odia - 1840
"ଯେତେଥର ମୁଁ ତୁମ୍ଭମାନଙ୍କୁ ମନେପକାଏ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ଵରଙ୍କୁ ଧନ୍ୟବାଦ ଦେଇଥାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେତେ ଥର ମୁଁ ତୁମ୍ଭମାନଙ୍କୁ ସ୍ମରଣ କରେ, ମୋ’ ଈଶ୍ୱରଙ୍କୁ ଧନ୍ୟବାଦ ଦିଏ
Odia Bible ERV 2004 (ପବିତ୍ର ବାଇବଲ)
ପାଉଲଙ୍କ ପ୍ରାର୍ଥନା ଯେତେଥର ମୁଁ ତୁମ୍ଭମାନଙ୍କୁ ମନେପକାଏ, ସେତେଥର ପରମେଶ୍ୱରଙ୍କୁ ଆନନ୍ଦ ସହକାରେ ପ୍ରାର୍ଥନାରେ ଧନ୍ୟବାଦ ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଇଥାଏ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଇଥାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಕಾ ತುಮ್ಚಿ ಯಾದ್ ಯೆಲ್ಲ್ಯಾ ತನ್ನಾ ಸಗ್ಳ್ಯಾ ವೆಳಾರ್ ಮಿಯಾ ದೆವಾಕ್ ಧನ್ಯಾವಾದ್ ಸಾಂಗ್ತಾ.