Philippians 1:30 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କ ସହିତ ଥିବା ବେଳେ ତୁମ୍ଭମାନେେ ମାେତେ ସୁସମାଚାର ବିରୁଦ୍ଧ ରେ ଥିବା ଲୋକଙ୍କ ସହିତ ସଂଘର୍ଷ କରିବା ଦେଖିଛ। ତୁମ୍ଭେ ଏବେ ଶୁଣୁଛ ଯେ ମୁଁ ଏଠା ରେ ସଂଘର୍ଷରତ। ତୁମ୍ଭମାନେେ ମଧ୍ଯ ସହେିଭଳି ଏବେ ସଂଘର୍ଷରତ ଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମୋତେ ଯେଉଁପରି ଯୁଦ୍ଧ କରିବାର ଦେଖିଥିଲ, ପୁଣି ବର୍ତ୍ତମାନ କରୁଅଛି ବୋଲି ଶୁଣୁଅଛ, ତୁମ୍ଭେମାନେ ସେହିପରି ଯୁଦ୍ଧ କରୁଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବର୍ତ୍ତମାନ ଏହି ସଂଗ୍ରାମରେ ତୁମ୍ଭେମାନେ ମୋର ଅଂଶ ଗ୍ରହଣ କରିପାର। ଅତୀତରେ ତୁମ୍ଭେମାନେ ମୋତେ ଯେଉଁ ଯୁଦ୍ଧ କରିବାର ଦେଖିଥିଲ, ଏବେ ସୁଦ୍ଧା ମୁଁ ସେହି ଯୁଦ୍ଧରେ ପ୍ରବୃତ୍ତ ରହିଛି ବୋଲି ତୁମ୍ଭେମାନେ ଶୁଣିଥିବ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କ ସହିତ ଥିବା ବେଳେ ତୁମ୍ଭେମାନେ ମୋତେ ସୁସମାଗ୍ଭର ବିରୁଦ୍ଧରେ ଥିବା ଲୋକଙ୍କ ସହିତ ସଂଘର୍ଷ କରିବା ଦେଖିଛ। ତୁମ୍ଭେ ଏବେ ଶୁଣୁଛ ଯେ ମୁଁ ଏଠାରେ ସଂଘର୍ଷରତ। ତୁମ୍ଭେମାନେ ମଧ୍ୟ ସେହିଭଳି ଏବେ ସଂଘର୍ଷରତ ଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମୋତେ ଯେପରି ଯୁଦ୍ଧ କରିବାର ଦେଖିଥିଲ, ପୁଣି, ବର୍ତ୍ତମାନ କରୁଅଛି ବୋଲି ଶୁଣୁଅଛ, ତୁମ୍ଭେମାନେ ସେହିପରି ଯୁଦ୍ଧ କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ଆଉ ମୋତେ ଯେଉଁପରି ଯୁଦ୍ଧ କରିବାର ଦେଖିଥିଲ, ପୁଣି, ବର୍ତ୍ତମାନ କରୁଅଛି ବୋଲି ଶୁଣୁଅଛ, ତୁମ୍ଭେମାନେ ସେହିପରି ଯୁଦ୍ଧ କରୁଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ತುಮಿ ಮಾಜ್ಯಾ ವಿಶಯಾತ್ ಬಗಟಲ್ಲೆ, ಅನಿ ಅತ್ತಾ ಆಯ್ಕುಲಾಗಲೊ ಹೊರಾಟ್ ತುಮ್ಚ್ಯಾ ಸಾಟಿಬಿ ಹಾಯ್.