Philippians 1:5 — Compare Translations

6 translations compared side by side

Odia - 1840
"ଲୋକମାନଙ୍କୁ ସୁସମାଚାର ଶୁଣାଇଲା ବେଳେ, ତୁମ୍ଭମାନଙ୍କଠାରୁ ପାଇଥିବା ସାହାୟ୍ଯ ପାଇଁ ମୁଁ ପରମେଶ୍ବରଙ୍କୁ ଧନ୍ଯବାଦ ଦିଏ। ବିଶ୍ବାସ କରିବା ପ୍ରଥମଦିନଠାରୁ ଏବେ ପର୍ୟ୍ଯନ୍ତ ତୁମ୍ଭେ ସାହାୟ୍ଯ କରି ଆସୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭସମସ୍ତଙ୍କ ନିମନ୍ତେ ସର୍ବଦା ମୁଁ ମୋହର ପ୍ରତ୍ୟେକ ପ୍ରାର୍ଥନାରେ ଆନନ୍ଦ ସହ ନିବେଦନ କରୁଅଛି;
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନଙ୍କୁ ସୁସମାଗ୍ଭର ଶୁଣାଇଲା ବେଳେ, ତୁମ୍ଭମାନଙ୍କଠାରୁ ପାଇଥିବା ସାହାଯ୍ୟ ପାଇଁ ମୁଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଏ। ବିଶ୍ୱାସ କରିବା ପ୍ରଥମଦିନଠାରୁ ଏବେ ପର୍ଯ୍ୟନ୍ତ ତୁମ୍ଭେ ସାହାଯ୍ୟ କରି ଆସୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ସମସ୍ତଙ୍କ ନିମନ୍ତେ ସର୍ବଦା ମୁଁ ମୋହର ପ୍ରତ୍ୟେକ ପ୍ରାର୍ଥନାରେ ଆନନ୍ଦ ସହ ନିବେଦନ କରୁଅଛି
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ସମସ୍ତଙ୍କ ନିମନ୍ତେ ସର୍ବଦା ମୁଁ ମୋହର ପ୍ରତ୍ୟେକ ପ୍ରାର୍ଥନାରେ ଆନନ୍ଦ ସହ ନିବେଦନ କରୁଅଛି
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಕ್ರಿಸ್ತಾಚ್ಯಾ ವಿಶಯಾತ್ ಮಾಕಾ ಬರಿ ಖಬರ್ ಸಾಂಗುಕ್ ತುಮಿ ಆಜ್ ಪತರ್ ಬಿ ಮಜತ್ ಕರ್ಲ್ಯಾಸಿ.