Philippians 1:6 — Compare Translations

7 translations compared side by side

Odia - 1840
"ପରମେଶ୍ବର ତୁମ୍ଭର ମଙ୍ଗଳ କରିବା ଆରମ୍ଭ କରିଛନ୍ତି ଓ ବର୍ତ୍ତମାନ ମଧ୍ଯ ତାହା କରୁଛନ୍ତି। ଯୀଶୁଖ୍ରୀଷ୍ଟଙ୍କ ଆଗମନ ଦିନ ପର୍ୟ୍ଯନ୍ତ ସେ ସହେି କାମ ସାଧନ କରି ସମାପ୍ତ କରିବେ। ମୁଁ ଏଥି ରେ ନିଶ୍ଚିତ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ ରୂପେ ବିଶ୍ଵାସ କରେ;
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ମୁଁ ଏ ବିଷୟରେ ନିଶ୍ଚିତ ଯେ, ଯେଉଁ ପ୍ରଭୁ ତୁମ୍ଭମାନଙ୍କଠାରେ ଏହି ସତ୍କାର୍ଯ୍ୟ ଆରମ୍ଭ କରିଛନ୍ତି, ଖ୍ରୀଷ୍ଟ ଯୀଶୁଙ୍କ ପୁନରାଗମନ ଦିନରେ ଏହା ଶେଷ ହେବା ପର୍ଯ୍ୟନ୍ତ ସେ ତାହା ନିର୍ବାହ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତୁମ୍ଭର ମଙ୍ଗଳ କରିବା ଆରମ୍ଭ କରିଛନ୍ତି ଓ ବର୍ତ୍ତମାନ ମଧ୍ୟ ତାହା କରୁଛନ୍ତି। ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ଦିନ ପର୍ଯ୍ୟନ୍ତ ସେ ସେହି କାମ ସାଧନ କରି ସମାପ୍ତ କରିବେ। ମୁଁ ଏଥିରେ ନିଶ୍ଚିତ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ;
Odia IRV 2017 (ଓଡିଆ ବାଇବେଲ)
କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಬರೆ ಕಾಮ್ ತುಮ್ಚ್ಯಾ ಮದ್ದಿ ಶುರು ಕರಲ್ಲೆ ತೆ, ಚಾಲ್ವುನ್ ಘೆವ್ನ್ ಜೆಜು ಕ್ರಿಸ್ತ್ ಯೆಯ್ ಪತರ್ ಪುರಾ ಕರುನ್ ಸಾರ್‍ತಾ ಮನ್ತಲೊ ಬರೊಸೊ ಮಾಕಾ ಹಾಯ್.