Philippians 1:8 — Compare Translations
7 translations compared side by side
Odia - 1840
"ପରମେଶ୍ବର ଜାଣନ୍ତି ଯେ ମୁଁ ତୁମ୍ଭମାନଙ୍କୁ ଦେଖିବାକୁ କେତେ ଇଚ୍ଛା କରୁଛି। ଖ୍ରୀଷ୍ଟଯୀଶୁଙ୍କର ସ୍ନହପେୂର୍ଣ୍ଣ କରୁଣା ରେ ମୁଁ ତୁମ୍ଭମାନଙ୍କୁ ପ୍ ରମେ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭସମସ୍ତଙ୍କ ନିମନ୍ତେ କିପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ଵର ମୋହର ସାକ୍ଷୀ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ ସମସ୍ତଙ୍କ ପ୍ରତି ମୋର ଗଭୀର ସେନ୍ନହ ସ୍ୱୟଂ ଯୀଶୁ ଖ୍ରୀଷ୍ଟଙ୍କଠାରୁ ମୁଁ ପାଇଛି ବୋଲି ଯେତେବେଳେ ମୁଁ କହେ, ଏହା ନିରାଟ ସତ୍ୟ। ଈଶ୍ୱର ଏହାର ସାକ୍ଷୀ ଅଟନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଜାଣନ୍ତି ଯେ ମୁଁ ତୁମ୍ଭମାନଙ୍କୁ ଦେଖିବାକୁ କେତେ ଇଚ୍ଛା କରୁଛି। ଖ୍ରୀଷ୍ଟ ଯୀଶୁଙ୍କର ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭମାନଙ୍କୁ ପ୍ରେମ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭ ସମସ୍ତଙ୍କ ନିମନ୍ତେ କି ପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ବର ମୋହର ସାକ୍ଷୀ।
Odia IRV 2017 (ଓଡିଆ ବାଇବେଲ)
କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭ ସମସ୍ତଙ୍କ ନିମନ୍ତେ କି ପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ୱର ମୋହର ସାକ୍ଷୀ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಕ್ರಿಸ್ತಾಕ್ ಹೊತ್ತ್ಯಾ ದಯಾಳ್ ಪಾನಾ ವೈನಾ ಮಿಯಾ ತುಮ್ಚ್ಯಾ ಸಗ್ಳ್ಯಾಂಚ್ಯಾ ಸಾಟ್ನಿ ಲೈ ತಳ್ಮಳ್ತಾ ಹೆಕಾ ದೆವುಚ್ ಮಾಜಿ ಸಾಕ್ಷಿ.