Philippians 2:1 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟଯୀଶୁଙ୍କଠା ରେ ଥାଇ କୌଣସି କାର୍ୟ୍ଯ କରିବାକୁ ମୁଁ ତୁମ୍ଭକୁ କହିପା ରେ କି? ତୁମ୍ଭେ ମାେତେ ପ୍ ରମେପୂର୍ଣ୍ଣ ସାନ୍ତ୍ବନା ଦଇପୋର କି? ଆମ୍ଭେ ଏକତ୍ର ଆତ୍ମାର ସହଭାଗୀତା ରେ ଅଛୁ କି? ତୁମ୍ଭଠା ରେ କରୁଣା ଓ ଦୟା ଅଛି କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ଵନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି କୌଣସି ସ୍ନେହପୂର୍ଣ୍ଣ କରୁଣା ଓ ଦୟା ଥାଏ,
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ତୁମ୍ଭେମାନେ ଜୀବନରେ ବଳିଷ୍ଠ ହୋଇଛ, ପୁଣି ତାଙ୍କର ପ୍ରେମ ତୁମ୍ଭମାନଙ୍କୁ ସାନ୍ତ୍ୱନା ଦେଉଛି। ତୁମ୍ଭେମାନେ ପବିତ୍ରଆତ୍ମାଙ୍କ ସାହଚର୍ଯ୍ୟ ଉପଭୋଗ କରୁଛ ଏବଂ ପରସ୍ପର ପ୍ରତି ତୁମ୍ଭମାନଙ୍କ ଅନୁକମ୍ପା ଓ ଦୟା ରହିଛି।
Odia Bible ERV 2004 (ପବିତ୍ର ବାଇବଲ)
ଏକତାବଦ୍ଧ ହୋଇ ପରସ୍ପରର ଯତ୍ନ ନିଅ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥାଇ କୌଣସି କାର୍ଯ୍ୟ କରିବାକୁ ମୁଁ ତୁମ୍ଭକୁ କହିପାରେ କି? ତୁମ୍ଭେ ମୋତେ ପ୍ରେମପୂର୍ଣ୍ଣ ସାନ୍ତ୍ୱନା ଦେଇପାର କି? ଆମ୍ଭେ ଏକତ୍ର ଆତ୍ମାର ସହଭାଗୀତାରେ ଅଛୁ କି? ତୁମ୍ଭଠାରେ କରୁଣା ଓ ଦୟା ଅଛି କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ୱନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି, କୌଣସି ପ୍ରେମପୂର୍ଣ୍ଣ କରୁଣା ଓ ଦୟା ଥାଏ,
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ୱନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି, କୌଣସି ପ୍ରେମପୂର୍ଣ୍ଣ କରୁଣା ଓ ଦୟା ଥାଏ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚೊ ಕ್ರಿಸ್ತಾಚೊ ಜಿವನ್ ಘಟ್ ಕರುನ್ ಘೆವಾ, ಅನಿ ತೆಜೆ ಪ್ರೆಮ್ ತುಮ್ಕಾ ಆರಾಮ್ ಥವ್ತಾ ತುಮಿ ಪವಿತ್ರ್ ಆತ್ಮ್ಯಾ ವಾಂಗ್ಡಾ ಎಕ್ ಹೊವ್ನ್, ಎಕಾಮೆಕಾಕ್ ಕಾಳ್ಜಿ ಅನಿ ದಯಾ ದಾಕ್ವುಲೆ ಹೊವ್ನ್ ಹಾಸಿ.