Philippians 2:10 — Compare Translations
7 translations compared side by side
Odia - 1840
"ଏପରି କରିବାର ଉଦ୍ଦେଶ୍ଯ ଥିଲା ଯେ ସ୍ବର୍ଗର, ପୃଥିବୀର ଓ ପାତାଳର ପ୍ରେତ୍ୟକକ ଲୋକ ଯେପରି ଯୀଶୁଙ୍କ ନାମ ଆଗ ରେ ମୁଣ୍ଡ ନୁଆଇଁବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ସ୍ଵର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଜାନୁ ଯୀଶୁଙ୍କ ନାମରେ ନତ ହେବ,
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଯୀଶୁଙ୍କର ନାମର ସମ୍ମାନାର୍ଥେ ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳର ସମସ୍ତ ପ୍ରାଣୀ ତାଙ୍କ ସମ୍ମୁଖରେ ଜାନୁପାତ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଏପରି କରିବାର ଉଦ୍ଦେଶ୍ୟ ଥିଲା ଯେ ସ୍ୱର୍ଗର, ପୃଥିବୀର ଓ ପାତାଳର ପ୍ରତ୍ୟେକ ଲୋକ ଯେପରି ଯୀଶୁଙ୍କ ନାମ ଆଗରେ ମୁଣ୍ଡ ନୁଆଇଁବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଆଣ୍ଠୁ ଯୀଶୁଙ୍କ ନାମରେ ନତ ହେବ,
Odia IRV 2017 (ଓଡିଆ ବାଇବେଲ)
ଯେପରି ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଆଣ୍ଠୁ ଯୀଶୁଙ୍କ ନାମରେ ନତ ହେବ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ಸರ್ಗ, ಜಿಮಿನ್, ಅನಿ ಪಾತಾಳಾತ್ ಹೊತ್ತೊ ಹರ್ ಎಕ್ಲೊಬಿ ಜೆಜುಚ್ಯಾ ನಾವಾರ್ ಡೊಗ್ಲಾ ಘಾಲುನ್ ಡಬ್ಬ್ ಪಡುಚೆ,