Philippians 2:12 — Compare Translations
7 translations compared side by side
Odia - 1840
"ମାେ ପ୍ରିୟ ମିତ୍ରଗଣ! ତୁମ୍ଭମାନେେ ସର୍ବଦା ପରମେଶ୍ବରଙ୍କ ବାଧ୍ଯ ହାଇେଛ। ମୁଁ ତୁମ୍ଭ ସହିତ ଥିଲା ବେଳେ ତୁମ୍ଭମାନେେ ପରମେଶ୍ବରଙ୍କ ବାଧ୍ଯ ହାଇେଛ। ମୁଁ ତୁମ୍ଭ ସହିତ ନ ଥିଲା ବେଳେ ମଧ୍ଯ ତୁମ୍ଭେ ତାହାଙ୍କ ବାଧ୍ଯ ହବୋ ଅଧିକ ଗୁରୁତ୍ତ୍ବପୂର୍ଣ୍ଣ ଅଟେ। ତୁମ୍ଭେ ନିଶ୍ଚିତ ହବୋ ଆବଶ୍ଯକ ଯେ ମାେ ସାହାୟ୍ଯ ବିନା ତୁମ୍ଭେ ପରିତ୍ରାଣ ପାଇବ। ପରମେଶ୍ବରଙ୍କ ପ୍ରତି ସମ୍ମାନ ଓ ଭୟ ରଖି ଏପରି କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ସାକ୍ଷାତରେ କଲା ପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅସାକ୍ଷାତରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର,
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ପ୍ରିୟ ବନ୍ଧୁଗଣ, ମୁଁ ତୁମ୍ଭମାନଙ୍କ ସହିତ ଥିବା ସମୟରେ ତୁମ୍ଭେମାନେ ଯେପରି ସବୁବେଳେ ମୋର ଆଜ୍ଞାଧୀନ ଥିଲ, ବର୍ତ୍ତମାନ ମୁଁ ତୁମଠାରୁ ଦୂରରେ ଥିବା ସମୟରେ ଅଧିକ ବିଶ୍ୱସ୍ତ ଭାବରେ ମୋର ବାଧ୍ୟ ହେବା ତୁମ୍ଭମାନଙ୍କର କର୍ତ୍ତବ୍ୟ। ତୁମର ପରିତ୍ରାଣ ସାଧନ ଯେପରି ସମ୍ପୂର୍ଣ୍ଣ ହୁଏ, ଏଥିନିମନ୍ତେ ଭୟ ଓ ପ୍ରକମ୍ପ ସହ କାର୍ଯ୍ୟ କରିଯାଅ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଇଚ୍ଛାନୁରୂପ ହୁଅ ମୋ’ ପ୍ରିୟ ମିତ୍ରଗଣ! ତୁମ୍ଭେମାନେ ସର୍ବଦା ପରମେଶ୍ୱରଙ୍କ ବାଧ୍ୟ ହୋଇଛ। ମୁଁ ତୁମ୍ଭ ସହିତ ଥିଲାବେଳେ ତୁମ୍ଭେମାନେ ପରମେଶ୍ୱରଙ୍କ ବାଧ୍ୟ ହୋଇଛ। ମୁଁ ତୁମ୍ଭ ସହିତ ନ ଥିଲାବେଳେ ମଧ୍ୟ ତୁମ୍ଭେ ତାହାଙ୍କ ବାଧ୍ୟ ହେବା ଅଧିକ ଗୁରୁତ୍ୱପୂର୍ଣ୍ଣ ଅଟେ। ତୁମ୍ଭେ ନିଶ୍ଚିତ ହେବା ଆବଶ୍ୟକ ଯେ ମୋ’ ସାହାଯ୍ୟ ବିନା ତୁମ୍ଭେ ପରିତ୍ରାଣ ପାଇବ। ପରମେଶ୍ୱରଙ୍କ ପ୍ରତି ସମ୍ମାନ ଓ ଭୟ ରଖି ଏପରି କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ଉପସ୍ଥିତିରେ କଲା ପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର,
Odia IRV 2017 (ଓଡିଆ ବାଇବେଲ)
ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ଉପସ୍ଥିତିରେ କଲାପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ರ್ಹಾತಾನಾ ಮಾಜ್ಯಾ ಪ್ರೆಮಾಚ್ಯಾ ವಾಂಗ್ಡಿಯಾನು, ತುಮಿ ಸಗ್ಳ್ಯಾ ಎಳಾರ್ ಖಾಲ್ತಿಹೊವ್ನ್ ಚಲ್ತಲ್ಯಾ ಸಾರ್ಕೆ ಅತ್ತಾಬಿ ಖಾಲ್ತಿ ಹೊವ್ನ್ ಚಲುನ್ಗೆತ್ ಮಿಯಾ ತುಮ್ಚ್ಯಾ ವಾಂಗ್ಡಾ ರ್ಹಾತಾನಾ ತವ್ಡೆಚ್ ನ್ಹಯ್, ಮಿಯಾ ನಸಲ್ಲ್ಯಾ ತನ್ನಾಬಿ ಲೈ ಭಿಂಯಾನ್ ಥರ್ತರುನ್ಗೆತ್ ತುಮ್ಚೆ ರಾಕ್ವನ್ ಪಾವುನ್ ಘೆವಾ.