Philippians 2:15 — Compare Translations

7 translations compared side by side

Odia - 1840
"ତବେେ ଯାଇ ତୁମ୍ଭେ ନିର୍ଦ୍ ଦୋଷ ହବେ ଓ ତୁମ୍ଭ ଭିତ ରେ କୌଣସି ଭୁଲ୍ ରହିବ ନାହିଁ। ତୁମ୍ଭେ ପରମେଶ୍ବରଙ୍କ ନିର୍ଦ୍ ଦୋଷ ପୁତ୍ର ହବେ। କିନ୍ତୁ ତୁମ୍ଭମାନେେ ନଷ୍ଟ ହାଇେ ଯାଉଥିବା ମନ୍ଦ ଲୋକଙ୍କ ମଧିଅରେ ରହୁଛ। କିନ୍ତୁ ସମାନଙ୍କେ ଭିତ ରେ ତୁମ୍ଭେ ହି ଅନ୍ଧକାରପୂର୍ଣ୍ଣ ଜଗତ ରେ ଜ୍ଯୋତିଃଭଳି ପ୍ରକାଶିତ ହେଉଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ଵରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତି ସ୍ଵରୂପ ପ୍ରକାଶ ପାଉଅଛ;
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାହେଲେ, ଏହି ଦୁର୍ନୀତିଗ୍ରସ୍ତ ଓ ପାପପୂର୍ଣ୍ଣ ଜଗତରେ ତୁମ୍ଭେମାନେ ଈଶ୍ୱରଙ୍କର ପବିତ୍ର ସନ୍ତାନସନ୍ତତି ପରି ନିର୍ଦ୍ଦୋଷ ଓ ଅମାୟିକ ଜୀବନ ଯାପନ କରିପାରିବ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ଯାଇ ତୁମ୍ଭେ ନିର୍ଦ୍ଦୋଷ ହେବ ଓ ତୁମ୍ଭ ଭିତରେ କୌଣସି ଭୁଲ୍ ରହିବ ନାହିଁ। ତୁମ୍ଭେ ପରମେଶ୍ୱରଙ୍କ ନିର୍ଦ୍ଦୋଷ ପୁତ୍ର ହେବ। କିନ୍ତୁ ତୁମ୍ଭେମାନେ ନଷ୍ଟ ହୋଇ ଯାଉଥିବା ମନ୍ଦ ଲୋକଙ୍କ ମଧ୍ୟରେ ରହୁଛ। କିନ୍ତୁ ସେମାନଙ୍କ ଭିତରେ ତୁମ୍ଭେ ଏହି ଅନ୍ଧକାରପୂର୍ଣ୍ଣ ଜଗତରେ ଜ୍ୟୋତିଃ ଭଳି ପ୍ରକାଶିତ ହେଉଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ବରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତିଃ ସ୍ୱରୂପ ପ୍ରକାଶ ପାଉଅଛ;
Odia IRV 2017 (ଓଡିଆ ବାଇବେଲ)
ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ୱରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତିଃ ସ୍ୱରୂପ ପ୍ରକାଶ ପାଉଅଛ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ತುಮಿ ಚುಕ್ ನಸಲ್ಲೆ, ಅನಿ ಬರ್‍ಯಾ ಮನಾಚೆ ಹೊವ್ನ್ ಬುರ್ಶ್ಯಾ ಚಾಲಿಚ್ಯಾ ಬುದ್ ನಸಲ್ಲ್ಯಾ ಜಾತಿಚ್ಯಾ ಮದ್ದಿ ಚುಕ್ ನಸಲ್ಲೆ ದೆವಾಚಿ ಪುರಾ ಹೊವ್ನ್ ರ್‍ಹಾತ್ಯಾಶಿ.