Philippians 2:17 — Compare Translations
7 translations compared side by side
Odia - 1840
"ପରମେଶ୍ବରଙ୍କ ସବୋ ରେ, ତୁମ୍ଭ ବିଶ୍ବାସ ତୁମ୍ଭକୁ ଏକ ବଳିଦାନ ରୂପେ ସବୋ କରିବା ପାଇଁ ପ୍ ରରଣୋ ଯୋଗଏ। ହୁଏତ ତୁମ୍ଭର ବଳିଦାନ ରୂପ ସବୋ ରେ ମାେତେ ମାରେ ନିଜ ରକ୍ତ ମଧ୍ଯ ଉତ୍ସର୍ଗ କରିବାକୁ ପଡ଼ିପା ରେ। ଯଦି ତାହା ଘଟେ, ମୁଁ ତୁମ୍ଭମାନଙ୍କ ସହିତ ଆନନ୍ଦ ରେ ପରିପୂର୍ଣ୍ଣ ଓ ଖୁସି ହବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ଵାସ ସମ୍ଵନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଉଅଛି, ତାହାହେଲେ ଆନନ୍ଦ କରୁଅଛି ଓ ତୁମ୍ଭସମସ୍ତଙ୍କ ସହିତ ଉଲ୍ଲାସ କରୁଅଛି,,
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମର ବିଶ୍ୱାସରୂପ ବଳିଦାନରେ ହୁଏତ ମୋର ଜୀବନ-ଶୋଣିତ ଢ଼ାଳି ଦେବାକୁ ପଡ଼ିବ। ଏଥିପାଇଁ ମୁଁ ଉଲ୍ଲସିତ ଓ ମୋର ଏହି ଆନନ୍ଦରେ ତୁମ୍ଭମାନଙ୍କୁ ଅଂଶୀ କରିବାକୁ ମୁଁ ଚାହେଁ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ସେବାରେ, ତୁମ୍ଭ ବିଶ୍ୱାସ ତୁମ୍ଭକୁ ଏକ ବଳିଦାନ ରୂପେ ସେବା କରିବା ପାଇଁ ପ୍ରେରଣ ଯୋଗଏ। ହୁଏତ ତୁମ୍ଭର ବଳିଦାନ ରୂପ ସେବାରେ ମୋତେ ମୋର ନିଜ ରକ୍ତ ମଧ୍ୟ ଉତ୍ସର୍ଗ କରିବାକୁ ପଡ଼ିପାରେ। ଯଦି ତାହା ଘଟେ, ମୁଁ ତୁମ୍ଭମାନଙ୍କ ସହିତ ଆନନ୍ଦରେ ପରିପୂର୍ଣ୍ଣ ଓ ଖୁସୀ ହେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଏ, ତେବେ ମଧ୍ୟ ମୁଁ ଆନନ୍ଦିତ ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲସିତ।
Odia IRV 2017 (ଓଡିଆ ବାଇବେଲ)
ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଉଅଛି, ତାହାହେଲେ ଆନନ୍ଦ କରୁଅଛି ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲାସ କରୁଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚಿ ವಿಶ್ವಾಸಾಚಿ ಬಲಿ ದೆವಾಕ್ ದಿತಲ್ಯಾ ಸೆವೆತ್ ಮಾಜೆಚ್ ರಗಾತ್ ಬಲಿ ಭೆಟ್ವುಲ್ಯಾರ್ಬಿ ಮಾಕಾ ಖುಶಿ, ತುಮ್ಚ್ಯಾ ಸಗ್ಳ್ಯಾಂಚ್ಯಾ ವಾಂಗ್ಡಾ ಮಿಯಾಬಿ ಖುಶಿ ಹೊತಾ.