Philippians 2:19 — Compare Translations

7 translations compared side by side

Odia - 1840
"ପ୍ରଭୁ ଯୀଶୁଙ୍କଠା ରେ ମୁଁ ଆଶା କରେ ଯେ ତୀମଥିଙ୍କୁ ଖୁବ୍ ଶୀଘ୍ର ତୁମ୍ଭମାନଙ୍କ ପାଖକୁ ପଠାଇବି। ତୁମ୍ଭମାନେେ କିପରି ଅଛ ଜାଣି ମୁଁ ଆନନ୍ଦିତ ହବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ଶୀଘ୍ର ପଠାଇବି ବୋଲି ପ୍ରଭୁ ଯୀଶୁଙ୍କଠାରେ ଭରସା କରୁଅଛି, ଯେପରି ତୁମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ମୁଁ ମଧ୍ୟ ଉତ୍ସାହିତ ହେବି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁଙ୍କର ଇଚ୍ଛା ଥିଲେ, ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ଶୀଘ୍ର ପଠାଇ ପାରିବି ବୋଲି ମୁଁ ଆଶା କରେ। ତାହାହେଲେ, ତୁମ୍ଭମାନଙ୍କର ସମ୍ବାଦ ପାଇ ମୁଁ ଉତ୍ସାହିତ ହେବି।
Odia Bible ERV 2004 (ପବିତ୍ର ବାଇବଲ)
ତୀମଥି ଓ ଏପାଫ୍ରାଦିତଙ୍କ ବିଷୟରେ ସମ୍ବାଦ ପ୍ରଭୁ ଯୀଶୁଙ୍କଠାରେ ମୁଁ ଆଶାକରେ ଯେ ତୀମଥିଙ୍କୁ ଖୁବ୍ ଶୀଘ୍ର ତୁମ୍ଭମାନଙ୍କ ପାଖକୁ ପଠାଇବି। ତୁମ୍ଭେମାନେ କିପରି ଅଛ ଜାଣି ମୁଁ ଆନନ୍ଦିତ ହେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ଶୀଘ୍ର ପଠାଇବି ବୋଲି ପ୍ରଭୁ ଯୀଶୁଙ୍କଠାରେ ଭରସା କରୁଅଛି, ଯେପରି ତୁମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ମୁଁ ମଧ୍ୟ ଉତ୍ସାହିତ ହେବି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ଶୀଘ୍ର ପଠାଇବି ବୋଲି ପ୍ରଭୁ ଯୀଶୁଙ୍କଠାରେ ଭରସା କରୁଅଛି, ଯେପରି ତୁମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ମୁଁ ମଧ୍ୟ ଉତ୍ସାହିତ ହେବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮಿಯಾ ಲಗ್ಗುನಾಚ್ ತಿಮೊಥಿಕ್ ತುಮ್ಚ್ಯಾಕ್ಡೆ ಧಾಡುಚೆ ಮನುನ್ ಧನಿ ಜೆಜುಕ್ಡೆ ಬರೊಸೊ ಕರ್‍ತಾ, ತೆಜಾಕ್ನಾ ತುಮ್ಚಿ ಖಬ್ರಿಯಾ ಆಯ್ಕುನ್ ಮಿಯಾ ಉಮ್ಮೆದ್ ಹಾನುನ್ ಘೆಟ್ಲೊ.