Philippians 2:20 — Compare Translations
7 translations compared side by side
Odia - 1840
"ତୀମଥିଙ୍କ ଭଳି ମାେ ପାଖ ରେ ଆଉ କହେି ଲୋକ ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେ ତୁମ୍ଭମାନଙ୍କ ବିଷୟରେ ପ୍ରକୃତରେ ମନୋଯୋଗ କରିବ, ଏପରି ସମଭାବାପନ୍ନ ଲୋକ ତାଙ୍କ ବିନା ମୋʼ ନିକଟରେ ଆଉ କେହି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କେବଳ ତାଙ୍କର ମୋ’ ପରି ମନୋଭାବ ଓ ସେ ପ୍ରକୃତରେ ତୁମ୍ଭମାନଙ୍କ ପ୍ରତି ମନୋଯୋଗୀ।
Odia Bible ERV 2004 (ପବିତ୍ର ବାଇବଲ)
ତୀମଥିଙ୍କ ଭଳି ମୋ’ ପାଖରେ ଆଉ କେହି ଲୋକ ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେ ତୁମ୍ଭମାନଙ୍କ ବିଷୟରେ ପ୍ରକୃତରେ ମନୋଯୋଗ କରିବ, ଏପରି ସମଭାବାପନ୍ନ ଲୋକ ତାହାଙ୍କ ବିନା ମୋʼ ନିକଟରେ ଆଉ କେହି ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେ ତୁମ୍ଭମାନଙ୍କ ବିଷୟରେ ପ୍ରକୃତରେ ମନୋଯୋଗ କରିବ, ଏପରି ସମଭାବାପନ୍ନ ଲୋକ ତାଙ୍କ ବିନା ମୋ' ନିକଟରେ ଆଉ କେହି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ಸಾರ್ಕೆ ತುಮ್ಚ್ಯಾ ವಿಶಯಾತ್ ಬರ್ಯಾ ಮನಾನ್ ಚಿಂತ್ತಲೆ ದುಸ್ರೆ ಕೊನ್ಬಿ ಮಾಜ್ಯಾ ಜಗ್ಗೊಳ್ ನಾತ್.