Philippians 2:21 — Compare Translations

7 translations compared side by side

Odia - 1840
"ସେ ପ୍ରକୃତ ରେ ତୁମ୍ଭ ପାଇଁ ମନୟୋଗୀ। ଅନ୍ୟ ଲୋକମାନେ କବଳେ ତାଙ୍କ ନିଜ ଜୀବନ ବିଷୟ ରେ ଆଗ୍ରହୀ ଅଟନ୍ତି। ଖ୍ରୀଷ୍ଟ ଯୀଶୁଙ୍କ କାର୍ୟ୍ଯ ରେ ସମାନେେ ଆଗ୍ରହୀ ନୁହଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ଵାର୍ଥ ଚେଷ୍ଟା କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନ୍ୟ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତି ମନୋଯୋଗୀ ନ ହୋଇ କେବଳ ନିଜର ସ୍ୱାର୍ଥସିଦ୍ଧି ପାଇଁ ଲାଳାୟିତ।
Odia Bible ERV 2004 (ପବିତ୍ର ବାଇବଲ)
ସେ ପ୍ରକୃତରେ ତୁମ୍ଭ ପାଇଁ ମନୋଯୋଗୀ। ଅନ୍ୟ ଲୋକମାନେ କେବଳ ତାଙ୍କ ନିଜ ଜୀବନ ବିଷୟରେ ଆଗ୍ରହୀ ଅଟନ୍ତି। ଖ୍ରୀଷ୍ଟ ଯୀଶୁଙ୍କ କାର୍ଯ୍ୟରେ ସେମାନେ ଆଗ୍ରହୀ ନୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ୱାର୍ଥ ଚେଷ୍ଟା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ସମସ୍ତେ ଯୀଶୁଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ୱାର୍ଥ ଚେଷ୍ଟା କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳಿ ಲೊಕಾಬಿ ಅಪ್ಲ್ಯಾ ಸ್ವತಾಚ್ಯಾ ಕಾಮಾ ವೈನಿ ಮನ್ ಥವ್ತಲೆಚ್, ಖರೆ ಜೆಜು ಕ್ರಿಸ್ತಾಚ್ಯಾ ಕಾಮಾ ವೈನಿ ಮನ್ ಥೈಯ್ನಾತ್.