Philippians 2:23 — Compare Translations
7 translations compared side by side
Odia - 1840
"ମୁଁ ଶୀଘ୍ର ତାହାଙ୍କୁ ପଠାଇବା ଯୋଜନା କରୁଛି। ମାେ ସହିତ କ'ଣ ଘଟିବାକୁ ଯାଉଛି, ଜାଣିଲା ପରେ, ମୁଁ ତାଙ୍କୁ ପଠାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ମୋʼ ପ୍ରତି କଅଣ ଘଟିବ, ତାହା ଜାଣିବାମାତ୍ର ତାଙ୍କୁ ପଠାଇବି ବୋଲି ଭରସା କରୁଅଛି;
Odia BSI (ପବିତ୍ର ବାଇବଲ (CL) NT (BSI))
ମୋ’ ପ୍ରତି କ’ଣ ଘଟିବାକୁ ଯାଉଛି, ଜାଣିବା ମାତ୍ରେ ମୁଁ ତାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇବି ବୋଲି ଆଶା କରୁଛି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଶୀଘ୍ର ତାହାଙ୍କୁ ପଠାଇବା ଯୋଜନା କରୁଛି। ମୋ’ ସହିତ କ’ଣ ଘଟିବାକୁ ଯାଉଛି, ଜାଣିଲା ପରେ, ମୁଁ ତାଙ୍କୁ ପଠାଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ମୋʼ ପ୍ରତି କଅଣ ଘଟିବ, ତାହା ଜାଣିବାମାତ୍ର ତାହାଙ୍କୁ ପଠାଇବି ବୋଲି ଭରସା କରୁଅଛି;
Odia IRV 2017 (ଓଡିଆ ବାଇବେଲ)
ଅତଏବ, ମୋ' ପ୍ରତି କ'ଣ ଘଟିବ, ତାହା ଜାଣିବାମାତ୍ର ତାଙ୍କୁ ପଠାଇବି ବୋଲି ଭରସା କରୁଅଛି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ಮಾಜಿ ವಿಶಯಾ ಕಾಯ್ ಹೊತಾ ಮನ್ತಲೆ ಕಳ್ವುನ್ ಯೆಲ್ಲ್ಯಾ ತಸೆಚ್ ತೆಕಾ ತುಮ್ಚ್ಯಾಕ್ಡೆ ಧಾಡುಕ್ ಬರೊಸೊ ಕರ್ತಾ.