Philippians 2:24 — Compare Translations
7 translations compared side by side
Odia - 1840
"ମୁଁ ନିଶ୍ଚିତ ଯେ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ୟିବା ପାଇଁ ପ୍ରଭୁ ମାେତେ ସାହାୟ୍ଯ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ପ୍ରଭୁଙ୍କଠାରେ ବିଶ୍ଵାସ କରୁ ଅଛି ଯେ, ମୁଁ ନିଜେ ମଧ୍ୟ ଶୀଘ୍ର ଯିବି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅବଶ୍ୟ ପ୍ରଭୁଙ୍କଠାରେ ମୁଁ ବିଶ୍ୱାସ କରୁଛି ଯେ, ମୁଁ ନିଜେ ଶୀଘ୍ର ତୁମ୍ଭମାନଙ୍କ ନିକଟକୁ ଆସି ପାରିବି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ନିଶ୍ଚିତ ଯେ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ଯିବା ପାଇଁ ପ୍ରଭୁ ମୋତେ ସାହାଯ୍ୟ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ପ୍ରଭୁଙ୍କଠାରେ ବିଶ୍ୱାସ କରୁଅଛି ଯେ, ମୁଁ ନିଜେ ମଧ୍ୟ ଶୀଘ୍ର ଯିବି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ପ୍ରଭୁଙ୍କଠାରେ ବିଶ୍ୱାସ କରୁଅଛି ଯେ, ମୁଁ ନିଜେ ମଧ୍ୟ ଶୀଘ୍ର ଯିବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಮಿಯಾಬಿ ಲಗ್ಗುನಾಚ್ ಯೆತಾ ಮನುನ್ ಧನಿಯಾತ್ ಘಟ್ಟ್ ವಿಶ್ವಾಸ್ ಥವ್ಲಾ.