Philippians 2:25 — Compare Translations

7 translations compared side by side

Odia - 1840
"ଏପାଫ୍ରାଦିତ ଖ୍ରୀଷ୍ଟଙ୍କଠା ରେ ମାରେ ଭାଇ। ସେ ମାେ ସହିତ ଖ୍ରୀଷ୍ଟ-ବାହିନୀର ଜଣେ ସବେକ ଓ କାର୍ୟ୍ଯକାରୀ। ମାେ ଦରକାର ବେଳେ ତୁମ୍ଭମାନେେ ତାହାଙ୍କୁ ମାେ ସାହାୟ୍ଯ ପାଇଁ ପଠାଇଥିଲ। ମୁଁ ଭାବୁଛି ଏବେ ପୁନର୍ବାର ମୁଁ ତାହାଙ୍କୁ ତୁମ୍ଭ ପାଖକୁ ଫରୋଇ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ମୋହର ଭ୍ରାତା, ସହକର୍ମୀ, ସହସେନା ଓ ମୋହର ଅଭାବ ପୂରଣ ନିମନ୍ତେ ତୁମ୍ଭମାନଙ୍କର ପ୍ରେରିତ ଓ ସେବକ ଏପାଫ୍ରଦିତଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇବା ପାଇଁ ଆବଶ୍ୟକ ମନେ କଲି;
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର କାର୍ଯ୍ୟ ଓ ସଂଗ୍ରାମରେ ନିୟୋଜିତ ଓ ତୁମ୍ଭମାନଙ୍କ ବାର୍ତ୍ତାବହ ରୂପେ ମୋତେ ସାହାଯ୍ୟ କରି ଆସୁଥିବା ଏପାଫଦିତଙ୍କୁ ମଧ୍ୟ ତୁମ୍ଭମାନଙ୍କ ନିକଟକୁ ପଠାଇବା ଆବଶ୍ୟକ ମନେ କରୁଛି।
Odia Bible ERV 2004 (ପବିତ୍ର ବାଇବଲ)
ଏପାଫ୍ରାଦିତ ଖ୍ରୀଷ୍ଟଙ୍କଠାରେ ମୋର ଭାଇ। ସେ ମୋ’ ସହିତ ଖ୍ରୀଷ୍ଟ-ବାହିନୀର ଜଣେ ସେବକ ଓ କାର୍ଯ୍ୟକାରୀ। ମୋ’ ଦରକାର ବେଳେ ତୁମ୍ଭେମାନେ ତାହାଙ୍କୁ ମୋ’ ସାହାଯ୍ୟ ପାଇଁ ପଠାଇଥିଲ। ମୁଁ ଭାବୁଛି ଏବେ ପୁନର୍ବାର ମୁଁ ତାହାଙ୍କୁ ତୁମ୍ଭ ପାଖକୁ ଫେରାଇ ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ମୋହର ଭ୍ରାତା, ସହକର୍ମୀ, ସହସେନା ଓ ମୋହର ଅଭାବ ପୂରଣ ନିମନ୍ତେ ତୁମ୍ଭମାନଙ୍କର ପ୍ରେରିତ ଓ ସେବକ ଏପାଫ୍ରାଦିତଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇବା ପାଇଁ ଆବଶ୍ୟକ ମନେ କଲି;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ମୋହର ଭ୍ରାତା, ସହକର୍ମୀ, ସହସେନା ଓ ମୋହର ଅଭାବ ପୂରଣ ନିମନ୍ତେ ତୁମ୍ଭମାନଙ୍କର ପ୍ରେରିତ ଓ ସେବକ ଏପାଫ୍ରଦିତଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇବା ପାଇଁ ଆବଶ୍ୟକ ମନେ କଲି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜೊ ಕಸ್ಟ್ ಧುರ್ ಕರುಕ್ ಸಾಟ್ನಿ ತುಮಿ ಧಾಡಲೊ ಮಾಜೊ ಭಾವ್ ವಾಂಗ್ಡಿ ಸೆವಾಕಾರಿ, ಅನಿ ವಾಂಗ್ಡಿ ಸೈನಿಕ್ ಹೊವ್ನ್ ಹೊತ್ತ್ಯಾ ಎಪಾಪ್ರೊದಿತಾಕ್ ತುಮ್ಚ್ಯಾ ಜಗ್ಗೊಳ್ ಧಾಡುಕುಚ್ ಪಾಜೆ ಮನುನ್ ಮಾಕಾ ದಿಸ್ಲೆ.

Recommended Reading