Philippians 2:28 — Compare Translations
7 translations compared side by side
Odia - 1840
"ତେଣୁ ମୁଁ ତାହାଙ୍କୁ ପଠାଇବାକୁ ଅତିଶୟ ଇଚ୍ଛା କରେ। ତୁମ୍ଭେ ମଧ୍ଯ ତାହାଙ୍କୁ ଦେଖିଲେ ଖୁସି ହବେ, ମୁଁ ମଧ୍ଯ ତୁମ୍ଭ ବିଷୟ ରେ ଚିନ୍ତାମୁକ୍ତ ହବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ତୁମ୍ଭେମାନେ ଯେପରି ତାଙ୍କୁ ପୁନର୍ବାର ଦେଖି ଆନନ୍ଦ କର ଓ ମୋʼ ଦୁଃଖ ଯେପରି ଊଣା ପଡ଼େ, ଏଥିପାଇଁ ମୁଁ ତାଙ୍କୁ ପଠାଇବା ନିମନ୍ତେ ଅଧିକ ଯନିବାନ ହେଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ତାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇବାକୁ ଉକ୍ରଣ୍ଠିତ, କାରଣ ତାଙ୍କୁ ଦେଖିଲେ, ତୁମ୍ଭେମାନେ ପୁନର୍ବାର ଆନନ୍ଦିତ ହେବ ଓ ମୋର ଦୁଃଖ ମଧ୍ୟ ଅପସରି ଯିବ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ତାହାଙ୍କୁ ପଠାଇବାକୁ ଅତିଶୟ ଇଚ୍ଛା କରେ। ତୁମ୍ଭେ ମଧ୍ୟ ତାହାଙ୍କୁ ଦେଖିଲେ ଖୁସୀ ହେବ, ମୁଁ ମଧ୍ୟ ତୁମ୍ଭ ବିଷୟରେ ଚିନ୍ତାମୁକ୍ତ ହେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ତୁମ୍ଭେମାନେ ଯେପରି ତାହାଙ୍କୁ ପୁନର୍ବାର ଦେଖି ଆନନ୍ଦ କର ଓ ମୋʼ ଦୁଃଖ ଯେପରି ଊଣା ପଡ଼େ, ଏଥିପାଇଁ ମୁଁ ତାହାଙ୍କୁ ପଠାଇବା ନିମନ୍ତେ ଅଧିକ ଯତ୍ନବାନ ହେଲି।
Odia IRV 2017 (ଓଡିଆ ବାଇବେଲ)
ଏଣୁ ତୁମ୍ଭେମାନେ ଯେପରି ତାଙ୍କୁ ପୁନର୍ବାର ଦେଖି ଆନନ୍ଦ କର ଓ ମୋ' ଦୁଃଖ ଯେପରି ଊଣା ପଡ଼େ, ଏଥିପାଇଁ ମୁଁ ତାଙ୍କୁ ପଠାଇବା ନିମନ୍ତେ ଅଧିକ ଯତ୍ନବାନ ହେଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್, ತುಮಿ ತೆಕಾ ಬಗುನ್ ಪರ್ತುನ್ ಅನಿ ಕುಶಿ ಹೊವ್ಚೆ, ಅನಿ ಮಾಜೆ ದುಖ್ಕ್ ಕಮ್ಮಿ ಹೊವ್ಚೆ ಮನುನ್ ಮಿಯಾ ತೆಕಾ ಲೈ ಆಶ್ಯಾನಿ ಧಾಡುನ್ ದಿಲಾ.