Philippians 2:29 — Compare Translations

7 translations compared side by side

Odia - 1840
"ସେଥିପାଇଁ ପ୍ରଭୁଙ୍କଠା ରେ ଆନନ୍ଦର ସହିତ ତାହାଙ୍କୁ ସ୍ବାଗତ ଜଣାଅ। ଏପାଫ୍ରାଦିତଙ୍କ ଭଳି ଲୋକମାନଙ୍କୁ ତୁମ୍ଭମାନେେ ସମ୍ମାନ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ପ୍ରଭୁଙ୍କ ହେତୁ ତାଙ୍କୁ ଅତି ଆନନ୍ଦରେ ଗ୍ରହଣ କର, ଆଉ ଏହିପ୍ରକାର ବ୍ୟକ୍ତିମାନଙ୍କ ସମାଦର କର;
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଜଣେ ଖ୍ରୀଷ୍ଟବିଶ୍ୱାସୀ ଭାଇ ଭାବରେ ତୁମ୍ଭେମାନେ ତାଙ୍କୁ ଆନନ୍ଦରେ ଗ୍ରହଣ କର ଓ ତାଙ୍କ ପରି ସମସ୍ତ ଗୁଣବାନ୍ ବ୍ୟକ୍ତିଙ୍କୁ ଭକ୍ତି କର,
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ପ୍ରଭୁଙ୍କଠାରେ ଆନନ୍ଦର ସହିତ ତାହାଙ୍କୁ ସ୍ୱାଗତ ଜଣାଅ। ଏପାଫ୍ରାଦିତଙ୍କ ଭଳି ଲୋକମାନଙ୍କୁ ତୁମ୍ଭେମାନେ ସମ୍ମାନ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ପ୍ରଭୁଙ୍କ ହେତୁ ତାହାଙ୍କୁ ଅତି ଆନନ୍ଦରେ ଗ୍ରହଣ କର, ଆଉ ଏହି ପ୍ରକାର ବ୍ୟକ୍ତିମାନଙ୍କୁ ସମାଦର କର;
Odia IRV 2017 (ଓଡିଆ ବାଇବେଲ)
ଅତଏବ, ପ୍ରଭୁଙ୍କ ହେତୁ ତାଙ୍କୁ ଅତି ଆନନ୍ଦରେ ଗ୍ରହଣ କର, ଆଉ ଏହି ପ୍ରକାର ବ୍ୟକ୍ତିମାନଙ୍କୁ ସମାଦର କର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್, ತುಮಿ ತೆಕಾ ಎಕ್ ಭಾವಾ ಸಾರ್ಕೆ ಫುರಾ ಕುಶಿನ್ ಧನಿಯಾಕ್ ಮಿಳ್ವುನ್ ಘೆವಾ, ಅನಿ ತಸ್ಲ್ಯಾಕ್ನಿ ಸನ್ಮಾನ್ ಕರಾ.