Philippians 2:3 — Compare Translations

7 translations compared side by side

Odia - 1840
"ସ୍ବାର୍ଥପରତା ଓ ଗର୍ବ ହତେୁ କୌଣସି କାମ କର ନାହିଁ। ନମ୍ର ହୁଅ ଓ ଅନ୍ୟ ଲୋକମାନଙ୍କୁ ନିଜଠାରୁ ଅଧିକ ସମ୍ମାନ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ଵାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;
Odia BSI (ପବିତ୍ର ବାଇବଲ (CL) NT (BSI))
ନିଜର ସ୍ୱାର୍ଥସିଦ୍ଧି ପାଇଁ କିମ୍ବା ବଡ଼ିମା ଦେଖାଇ ହେବା ପାଇଁ କୌଣସି କାର୍ଯ୍ୟ କର ନାହିଁ। କିନ୍ତୁ ଅନ୍ୟମାନଙ୍କୁ ନିଜଠାରୁ ଶ୍ରେଷ୍ଠ ମନେକରି ପରସ୍ପର ପ୍ରତି ନମ୍ର ବ୍ୟବହାର କର।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱାର୍ଥପରତା ଓ ଗର୍ବ ହେତୁ କୌଣସି କାମ କର ନାହିଁ। ନମ୍ର ହୁଅ ଓ ଅନ୍ୟ ଲୋକମାନଙ୍କୁ ନିଜଠାରୁ ଅଧିକ ସମ୍ମାନ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;
Odia IRV 2017 (ଓଡିଆ ବାଇବେଲ)
ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪ್ಲ್ಯಾ ಸ್ವತಾಚ್ಯಾ ಸಾಟ್ನಿ ಹೊಂವ್ದಿ ನಾ ತರ್ ಬಡಾಯಿನ್ ಹೊಂವ್ದಿ ಖಚ್ಚೆ ಕರಿಸ್ತಾನಾ ಹರ್ ಎಕ್ಲೊಬಿ ಎಕಾಮೆಕಾಕ್ ಖಾಲ್ತಿಹೊವ್ನ್ ಚಲ್ತಲ್ಯಾ ಮನಾನ್ ದುಸ್ರ್ಯಾಕ್ನಿ ಅಪ್ನಾಕಿಂತಾಬಿ ಮೊಟೆ ಮನುನ್ ಚಿಂತುಚೆ.