Philippians 2:30 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟଙ୍କ କାମ ପାଇଁ ସେ ମୃତପ୍ରାଯଃ ହାଇେ ଯାଇଥିବାରୁ ସମ୍ମାନିତ ହବୋ ଉଚିତ୍। ମାେତେ ସାହାୟ୍ଯ କରିବା ପାଇଁ ସେ ନିଜ ଜୀବନକୁ ବିପଦ ରେ ପକାଇଥିଲେ। ତୁମ୍ଭେ ଦେଖିଥିବା ସବୋ ରେ ୟହା କମ୍ ରହି ଯାଇଥିଲା, ସତେିକି ସେ ପୂରଣ କରି ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୋʼ ପ୍ରତି ତୁମ୍ଭମାନଙ୍କ ସେବାରେ ଯାହା କିଛି ଅଭାବ, ତାହା ପୂରଣ କରିବାକୁ ସେ ଖ୍ରୀଷ୍ଟଙ୍କ କାର୍ଯ୍ୟରେ ଆପଣା ଜୀବନ ବିପଦଗ୍ରସ୍ତ କରି ମୃତପ୍ରାୟ ହୋଇଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ତୁମ୍ଭେମାନେ ମୋତେ ଯେଉଁ ସାହାଯ୍ୟ ଦେଇ ପାରିଲ ନାହିଁ, ଖ୍ରୀଷ୍ଟଙ୍କ କାର୍ଯ୍ୟ ସିଦ୍ଧି ଲାଗି ସେ ତା’ ମୋ’ ପାଇଁ କରିବାକୁ ଯାଇ ନିଜ ଜୀବନକୁ ବିପନ୍ନ କଲେ ଓ ମୃତ୍ୟୁର ସମ୍ମୁଖୀନ ହୋଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟଙ୍କ କାମ ପାଇଁ ସେ ମୃତପ୍ରାୟ ହୋଇ ଯାଇଥିବାରୁ ସମ୍ମାନିତ ହେବା ଉଚିତ୍। ମୋତେ ସାହାଯ୍ୟ କରିବା ପାଇଁ ସେ ନିଜ ଜୀବନକୁ ବିପଦରେ ପକାଇଥିଲେ। ତୁମ୍ଭେ ଦେଖିଥିବା ସେବାରେ ଯାହା କମ୍ ରହି ଯାଇଥିଲା, ସେତିକି ସେ ପୂରଣ କରିଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୋʼ ପ୍ରତି ତୁମ୍ଭମାନଙ୍କ ସେବାରେ ଯାହା କିଛି ଅଭାବ, ତାହା ପୂରଣ କରିବାକୁ ସେ ଖ୍ରୀଷ୍ଟଙ୍କ କାର୍ଯ୍ୟରେ ଆପଣା ଜୀବନ ବିପଦଗ୍ରସ୍ତ କରି ମୃତପ୍ରାୟ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୋ' ପ୍ରତି ତୁମ୍ଭମାନଙ୍କ ସେବାରେ ଯାହା କିଛି ଅଭାବ, ତାହା ପୂରଣ କରିବାକୁ ସେ ଖ୍ରୀଷ୍ଟଙ୍କ କାର୍ଯ୍ୟରେ ଆପଣା ଜୀବନ ବିପଦଗ୍ରସ୍ତ କରି ମୃତପ୍ରାୟ ହୋଇଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ರಾತಾನಾ ತುಮಿಚ್ ಮಾಕಾ ಕರುಚೆ ಮನುನ್ ಹೊತ್ತ್ಯಾ ಉಪ್ಚಾರಾತ್ ಕಮ್ಮಿ ಫುರಾ ಕರುಕ್ ಸಾಟ್ನಿ ತೆನಿ ಆಪ್ಲ್ಯಾ ಜಿವಾಚ್ಯಾ ಆಶ್ಯಾಕ್ ಧ್ಯಾನ್ ದಿಯ್ ನಸ್ತಾನಾ ಕ್ರಿಸ್ತಾಚ್ಯಾ ಕಾಮಾಸಾಟಿ ಮರ್ತಲ್ಯಾ ಸಾರ್ಕೊ ಹೊಲ್ಲೊ.