Philippians 2:6 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟ ନିଜେ ସର୍ବୋତଭାବରେ ପରମେଶ୍ବରଙ୍କ ସାଦୃଶ୍ଯ ଥିଲେ। ପରମେଶ୍ବରଙ୍କ ସହିତ ସମାନ ହାଇେ ରହିବା ବିଷୟକୁ ସମ୍ପତ୍ତି ଭାବରେ ଜାବୁଡ଼ି ଧରିବା ପାଇଁ ଖ୍ରୀଷ୍ଟ ଇଚ୍ଛା କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଈଶ୍ଵରରୂପୀ ହେଲେ ହେଁ ଈଶ୍ଵରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ,
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କଠାରେ ଅବିଚ୍ଛିନ୍ନଭାବେ ଐଶୀ ପ୍ରକୃତି ନିହିତ ଥିଲେ ସୁଦ୍ଧା, ସେ ସେହି ଅଧିକାରରେ ଈଶ୍ୱରଙ୍କ ସହିତ ସମାନ ହୋଇ ରହିବାକୁ ଚେଷ୍ଟା କରି ନ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟ ନିଜେ ସର୍ବୋତଭାବରେ ପରମେଶ୍ୱରଙ୍କ ସାଦୃଶ୍ୟ ଥିଲେ। ପରମେଶ୍ୱରଙ୍କ ସହିତ ସମାନ ହୋଇ ରହିବା ବିଷୟକୁ ସମ୍ପତ୍ତି ଭାବରେ ଜାବୁଡ଼ି ଧରିବା ପାଇଁ ଖ୍ରୀଷ୍ଟ ଇଚ୍ଛା କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଈଶ୍ବରରୂପୀ ହେଲେ ହେଁ ଈଶ୍ବରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ,
Odia IRV 2017 (ଓଡିଆ ବାଇବେଲ)
ସେ ଈଶ୍ୱରରୂପୀ ହେଲେ ହେଁ ଈଶ୍ୱରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ದೆವಾಚೊ ರುಪ್ ಹೊವ್ನ್ ಹೊತ್ತೊ ಹೊಲ್ಯಾರ್ಬಿ, ದೆವಾಚ್ಯಾ ಸಮಾ ಹೊತ್ತಿ ಬರೆ ಪದ್ವಿ ಹೊತ್ತಿ ಸೊಡಿನಾ ಮನುನ್ ಚಿಂತಿನಸ್ತಾನಾ,