Philippians 2:8 — Compare Translations
7 translations compared side by side
Odia - 1840
"ମନୁଷ୍ଯ ଭାବରେ ଜୀବନ ଯାପନ କଲା ବେଳେ ସେ ପୂର୍ଣ୍ଣ ଭାବରେ ପରମେଶ୍ବରଙ୍କ ଆଜ୍ଞକାରୀ ହାଇେ ନିଜକୁ ନମ୍ର କଲେ। ଏପରିକି କ୍ରୁଶ ରେ ମୃତ୍ଯୁ ପର୍ୟ୍ଯନ୍ତ ନିଜକୁ ବାଧ୍ଯ ଓ ନମ୍ର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ବିନୟୀ ଓ ନମ୍ର ହୋଇ ମୃତ୍ୟୁ ପର୍ଯ୍ୟନ୍ତ କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ - ଆଜ୍ଞାବହ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ପୂର୍ଣ୍ଣ ଭାବରେ ପରମେଶ୍ୱରଙ୍କ ଆଜ୍ଞକାରୀ ହୋଇ ନିଜକୁ ନମ୍ର କଲେ। ଏପରିକି କ୍ରୁଶରେ ମୃତ୍ୟୁ ପର୍ଯ୍ୟନ୍ତ ନିଜକୁ ବାଧ୍ୟ ଓ ନମ୍ର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಅಪ್ನಾಕ್ ಖಾಲ್ತಿ ಕರುನ್ ಘೆವ್ನ್ ಮರಾನ್ ಮಟ್ಲ್ಯಾರ್ ಕುರ್ಸಾ ವೈಲೆ ಮರಾನ್ ಘೆಯ್ ಪತರ್ಬಿ ಖಾಲ್ತಿ ಹೊವ್ನ್ ಚಲ್ಲೊ.