Philippians 2:9 — Compare Translations

7 translations compared side by side

Odia - 1840
"ଖ୍ରୀଷ୍ଟ ପରମେଶ୍ବରଙ୍କ ବାଧ୍ଯ ହେଲେ, ତେଣୁ ପରମେଶ୍ବର ଖ୍ରୀଷ୍ଟଙ୍କୁ ଅତି ଉନ୍ନତ କଲେ। ପରମେଶ୍ବର ଖ୍ରୀଷ୍ଟଙ୍କ ନାମକୁ ଅନ୍ୟ ସମସ୍ତଙ୍କ ନାମ ଅପେକ୍ଷା ମହାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କାରଣରୁଈଶ୍ଵର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ଏଥିଯୋଗୁଁ ଈଶ୍ୱର ତାଙ୍କୁ ସର୍ବୋଚ୍ଚ ଉଦ୍ଧ୍ୱର୍ସ୍ଥାନକୁ ଉତ୍ଥାପିତ କରିଛନ୍ତି ଏବଂ ଅନ୍ୟ ସମସ୍ତଙ୍କର ନାମ ଅପେକ୍ଷା ମହତ୍ତର ନାମ ତାଙ୍କୁ ଦେଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟ ପରମେଶ୍ୱରଙ୍କ ବାଧ୍ୟ ହେଲେ, ତେଣୁ ପରମେଶ୍ୱର ଖ୍ରୀଷ୍ଟଙ୍କୁ ଅତି ଉନ୍ନତ କଲେ। ପରମେଶ୍ୱର ଖ୍ରୀଷ୍ଟଙ୍କ ନାମକୁ ଅନ୍ୟ ସମସ୍ତଙ୍କ ନାମ ଅପେକ୍ଷା ମହାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କାରଣରୁ ଈଶ୍ବର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି, ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ଏହି କାରଣରୁ ଈଶ୍ୱର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି, ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾ ಸಾಟ್ನಿ ದೆವಾನ್ ತೆಕಾ ಲೈ ವೈಲ್ಯಾ ಜಾಗ್ಯಾಕ್ ನ್ಹೆವ್ನ್, ಸಗ್ಳ್ಯಾ ನಾವಾಂಚ್ಯಾನ್ಬಿ ಎಗ್ದಮ್ ಬರೆ ನಾವ್ ದಿಲ್ಯಾನ್.