Philippians 3:1 — Compare Translations
7 translations compared side by side
Odia - 1840
"ଆଉ ଏବେ ହେ ମାରେ ଭାଇ ଓ ଭଉଣୀମାନେ! ପ୍ରଭୁଙ୍କଠା ରେ ଆନନ୍ଦ କର। ତୁମ୍ଭକୁ ଥରକୁ ଥର ସହେି ଏକାକଥା ଲେଖିବା ରେ, ମାେତେ କଷ୍ଟ ହୁଏ ନାହିଁ, କାରଣ ଏହାଦ୍ବାରା ତୁମ୍ଭମାନେେ ଅଧିକ ପ୍ରସ୍ତୁତ ହାଇେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବଶେଷରେ, ହେ ମୋହର ଭାଇମାନେ, ପ୍ରଭୁଙ୍କଠାରେ ଆନନ୍ଦ କର । ଏକପ୍ରକାର କଥା ତୁମ୍ଭମାନଙ୍କ ନିକଟକୁ ଥରକୁଥର ଲେଖିବା ମୋʼ ପ୍ରତି କ୍ଳାନ୍ତିଜନକ ନୁହେଁ, ବରଂ ସେହିସବୁ ତୁମ୍ଭମାନଙ୍କ ନିମନ୍ତେ ନିଷ୍ଠାଜନକ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପରିଶେଷରେ ଭାଇମାନେ, ପ୍ରଭୁଙ୍କ ସହିତ ସଂଯୁକ୍ତ ହୋଇଥିବାରୁ ତୁମ୍ଭେମାନେ ଆନନ୍ଦିତ ହୁଅ। ପୂର୍ବରୁ ଯାହା ଲେଖିଛି, ତାହାର ପୁନରୁକ୍ତି କରିବାକୁ ମୁଁ କ୍ଲାନ୍ତିକର ମନେ କରୁ ନାହିଁ, କାରଣ ତୁମ୍ଭମାନଙ୍କ ସୁରକ୍ଷା ପାଇଁ ଏହା ସାହାଯ୍ୟ କରିବ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଖ୍ରୀଷ୍ଟ ସବୁଠାରୁ ମହାନ ଆଉ ଏବେ ହେ ମୋର ଭାଇ ଓ ଭଉଣୀମାନେ! ପ୍ରଭୁଙ୍କଠାରେ ଆନନ୍ଦ କର। ତୁମ୍ଭକୁ ଥରକୁ ଥର ସେହି ଏକାକଥା ଲେଖିବାରେ, ମୋତେ କଷ୍ଟ ହୁଏ ନାହିଁ, କାରଣ ଏହା ଦ୍ୱାରା ତୁମ୍ଭେମାନେ ଅଧିକ ପ୍ରସ୍ତୁତ ହୋଇ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବଶେଷରେ, ହେ ମୋହର ଭାଇମାନେ, ପ୍ରଭୁଙ୍କଠାରେ ଆନନ୍ଦ କର। ଏକ-ପ୍ରକାର କଥା ତୁମ୍ଭମାନଙ୍କ ନିକଟକୁ ଥରକୁଥର ଲେଖିବା ମୋʼ ପ୍ରତି କ୍ଳାନ୍ତିଜନକ ନୁହେଁ, ବରଂ ସେହିସବୁ ତୁମ୍ଭମାନଙ୍କ ନିମନ୍ତେ ନିଷ୍ଠାଜନକ।
Odia IRV 2017 (ଓଡିଆ ବାଇବେଲ)
ଅବଶେଷରେ, ହେ ମୋହର ଭାଇମାନେ, ପ୍ରଭୁଙ୍କଠାରେ ଆନନ୍ଦ କର । ଏକ ପ୍ରକାର କଥା ତୁମ୍ଭମାନଙ୍କ ନିକଟକୁ ଥରକୁଥର ଲେଖିବା ମୋ' ପ୍ରତି କ୍ଳାନ୍ତଜନକ ନୁହେଁ, ବରଂ ସେହି ସବୁ ତୁମ୍ଭମାନଙ୍କ ନିମନ୍ତେ ନିଷ୍ଠାଜନକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಕ್ರಿಕ್ ಮಾಜ್ಯಾ ಭಾವಾನು, ಧನಿಯಾಚ್ಯಾ ವಿಶಯಾತ್ ಖುಶಿನ್ ರ್ಹಾವಾ, ಅದ್ದಿ ಸಾಂಗಲ್ಲಿ ತಿಚ್ ಗೊಸ್ಟಿಯಾ ಅನಿ ಪರ್ತುನ್ ಲಿವ್ಕ್ ಮಾಕಾ ಬೆಜಾರ್ ನಾ ತೆ ತುಮ್ಕಾ ಘಟ್ ಕರ್ತಾ.