Philippians 3:11 — Compare Translations
7 translations compared side by side
Odia - 1840
"ସହେିପରି ଭାବରେ ମୁଁ ମୃତମାନଙ୍କ ମଧ୍ଯରୁ ପୁନରୁତ୍ଥିତ ହାଇପୋ ରେ, ଏ ଭରସା ମାରେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବଂ କୌଣସି ପ୍ରକାରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହୋଇ ପାରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଓ ମୃତ୍ୟୁରୁ ପୁନରୁତ୍ôଥତ ହେବାର ଭରସା ଲାଭ କରିବି।
Odia Bible ERV 2004 (ପବିତ୍ର ବାଇବଲ)
ସେହିପରି ଭାବରେ ମୁଁ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥିତ ହୋଇପାରେ, ଏ ଭରସା ମୋର ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବଂ କୌଣସି ପ୍ରକାରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହୋଇପାରେ।
Odia IRV 2017 (ଓଡିଆ ବାଇବେଲ)
ଏବଂ କୌଣସି ପ୍ରକାରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହୋଇ ପାରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಹೊಲ್ಯಾರುಚ್ ಮರಲ್ಯಾಕ್ನಿ ಪರ್ತುನ್ ಝಿತ್ತೊ ಹೊತಲ್ಯಾ ಸಾರ್ಕೆಚ್ ಅನುಭವ್ ಮಾಕಾಬಿ ಹೊಯ್ಲ್ ಮನ್ತಲೊ ಮಾಜೊ ಬರೊಸೊ.