Philippians 3:12 — Compare Translations
7 translations compared side by side
Odia - 1840
"ମୁଁ କହୁ ନାହିଁ ଯେ ପରମେଶ୍ବର ମାେତେ ଯେପରି ହବୋକୁ ଚାହାଁନ୍ତି, ମୁଁ ଠିକ୍ ସପରେି ହାଇେସାରିଛି। ମୁଁ ସହେି ଲକ୍ଷ୍ଯ ସ୍ଥଳ ରେ ଏପର୍ୟ୍ଯନ୍ତ ପହଁଞ୍ଚି ପାରି ନାହିଁ। କିନ୍ତୁ ମୁଁ ମାରେ ଚେଷ୍ଟା ଅବିରତ ଜାରି ରଖିଛି, ଯାହାଦ୍ବାରା ସହେି ଲକ୍ଷ୍ଯ ହାସଲ କରିପାରିବି। ଯୀଶୁ ଖ୍ରୀଷ୍ଟ ଚାହାଁନ୍ତି ଯେ ମୁଁ ସହେି ଲକ୍ଷ୍ଯ ପାଇପା ରେ, ସେଥିପାଇଁ ସେ ମାେତେ ନିଜର କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେ ଏବେ ସେହିସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ଵାରା ଧୃତ ହୋଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ କୃତକାର୍ଯ୍ୟ ବା ସିଦ୍ଧ ହୋଇସାରିଛି ବୋଲି କହୁ ନାହିଁ। ପୁରସ୍କାର ପାଇବା ପାଇଁ ଦୌଡ଼ିବାରେ ଲାଗିଛି। ସ୍ୱୟଂ ଖ୍ରୀଷ୍ଟ ମୋତେ ଧରି ଆଣି ଏଥିରେ ନିଯୁକ୍ତ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଲକ୍ଷ୍ୟସ୍ଥଳରେ ପହଞ୍ଚିବା ଲାଗି ଯତ୍ନ କରିବା ମୁଁ କହୁ ନାହିଁ ଯେ ପରମେଶ୍ୱର ମୋତେ ଯେପରି ହେବାକୁ ଗ୍ଭହାନ୍ତି, ମୁଁ ଠିକ୍ ସେହିପରି ହୋଇସାରିଛି। ମୁଁ ସେହି ଲକ୍ଷ୍ୟସ୍ଥଳରେ ଏପର୍ଯ୍ୟନ୍ତ ପହଞ୍ଚି ପାରି ନାହିଁ। କିନ୍ତୁ ମୁଁ ମୋର ଚେଷ୍ଟା ଅବିରତ ଜାରି ରଖିଛି, ଯାହାଦ୍ୱାରା ସେହି ଲକ୍ଷ୍ୟ ହାସଲ କରି ପାରିବି। ଯୀଶୁ ଖ୍ରୀଷ୍ଟ ଗ୍ଭହାନ୍ତି ଯେ ମୁଁ ସେହି ଲକ୍ଷ୍ୟ ପାଇପାରେ, ସେଥିପାଇଁ ସେ ମୋତେ ନିଜର କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେ ଏବେ ସେହି ସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଧୃତ ହୋଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେ ଏବେ ସେହି ସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଧରାଯାଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎವ್ಡ್ಯಾ ಪತರ್ ಮಿಯಾ ಹೆ ಸಗ್ಳ್ಯೆ ಪಡ್ದುನ್ ಘೆವ್ನ್ ಪುರಾ ಹೊಲ್ಲೊ ಮನುನ್ ಸಾಂಗಿನಾ, ಖರೆ ಮಿಯಾ ಖಲೆ ಘೆವ್ಕ್ ಸಾಟ್ನಿ ಕ್ರಿಸ್ತ್ ಜೆಜುನ್ ಮಾಕಾ ಧರುನ್ ಘೆಟ್ಲಾ ತೆಚ್ ಘೆವ್ಚೆ ಮನುನ್ ಕಟ್ಪಟ್ ಕರುಲ್ಲಾ,