Philippians 3:15 — Compare Translations

7 translations compared side by side

Odia - 1840
"ଆମ୍ଭମାନଙ୍କ ଭିତରୁ ଯେଉଁମାନେ ଆତ୍ମିକ ଭାବରେ ସିଦ୍ଧ ହବୋ ପାଇଁ ଯାଉଛୁ, ସମାନେେ ମଧ୍ଯ ଏହିଭଳି ଭାବିବା ଦରକାର। ଯଦି ଏଥି ରେ କୌଣସି କଥା ରେ ତୁମ୍ଭର ଭିନ୍ନ ମତ ଥାଏ, ତା ହେଲେ ପରମେଶ୍ବର ତୁମ୍ଭ ପାଇଁ ଏହାକୁ ମଧ୍ଯ ସ୍ପଷ୍ଟ କରି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଆସ, ଆମ୍ଭେମାନେ ଯେତେ ଲୋକ ସିଦ୍ଧ, ଏହିପରି ଭାବ ଧାରଣ କରୁ, ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାର ଥାଏ, ତେବେ ଏହା ମଧ୍ୟ ଈଶ୍ଵର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ମଧ୍ୟରେ ଯେଉଁମାନେ ଆଧ୍ୟାତ୍ମିକ ଭାବେ ପରିପକ୍ୱ, ସେମାନଙ୍କର ଏହିପରି ମନୋଭାବ ରହିବା ଉଚିତ। ଯଦି ତୁମ୍ଭମାନଙ୍କ ମଧ୍ୟରୁ କହାର ଭିନ୍ନ ମନୋଭାବ ଥାଏ, ଈଶ୍ୱର ତୁମ୍ଭମାନଙ୍କୁ ସବୁ କଥା ସ୍ପଷ୍ଟଭାବେ ଜଣାଇ ଦେବେ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କ ଭିତରୁ ଯେଉଁମାନେ ଆତ୍ମିକ ଭାବରେ ସିଦ୍ଧ ହେବା ପାଇଁ ଯାଉଛୁ, ସେମାନେ ମଧ୍ୟ ଏହିଭଳି ଭାବିବା ଦରକାର। ଯଦି ଏଥିରେ କୌଣସି କଥାରେ ତୁମ୍ଭର ଭିନ୍ନ ମତ ଥାଏ, ତା’ହେଲେ ପରମେଶ୍ୱର ତୁମ୍ଭ ପାଇଁ ଏହାକୁ ମଧ୍ୟ ସ୍ପଷ୍ଟ କରିଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଆସ, ଆମ୍ଭେମାନେ ଯେତେ ଲୋକ ସିଦ୍ଧ, ଏହିପରି ଭାବ ଧାରଣ କରୁ, ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାର ଥାଏ, ତେବେ ଏହା ମଧ୍ୟ ଈଶ୍ବର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ;
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଆସ, ଆମ୍ଭେମାନେ ଯେତେ ଲୋକ ସିଦ୍ଧ, ଏହିପରି ଭାବ ଧାରଣ କରୁ, ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାରଥାଏ, ତେବେ ଏହା ମଧ୍ୟ ଈଶ୍ୱର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ಅಮ್ಚ್ಯಾತ್ ತಯಾರ್ ಹೊವ್ನ್ ಹೊತ್ತೆ ಸಗ್ಳೆಬಿ ಹ್ಯಾಚ್ ಮನಾಚೆ ಹೊವ್ನ್ ರಾಂವಾ, ಖಚ್ಚ್ಯಾ ತರಿಬಿ ಎಕ್ ವಿಶಯಾತ್ ತುಮಿ ದುಸ್ರ್ಯಾ ಮನಾನ್ ಹೊತ್ತೆ ಹೊಲ್ಯಾರ್ ತೆ ದೆವುಚ್ ತುಮ್ಕಾ ದಾಕ್ವುನ್ ದಿತಾ.