Philippians 3:16 — Compare Translations
7 translations compared side by side
Odia - 1840
"କିନ୍ତୁ ଆମ୍ଭେ ଯେଉଁସବୁ ସତ୍ଯ ଜାଣିଛୁ, ସହେି ସତ୍ଯ ମାର୍ଗ ରେ ଅବିରତ ଚାଲିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ, ଆମ୍ଭେମାନେ ଯିଏ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଯାହାହେଉ, ଆଜିଯାଏ ଆମ୍ଭେମାନେ ଯେଉଁ ନିୟମାବଳି ମାନି ଆସିଛୁ, ସେହି ଅନୁଯାୟୀ ଏବେ ଆଗେଇ ଯିବା ଉଚିତ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆମ୍ଭେ ଯେଉଁସବୁ ସତ୍ୟ ଜାଣିଛୁ, ସେହି ସତ୍ୟ ମାର୍ଗରେ ଅବିରତ ଗ୍ଭଲିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ, ଆମ୍ଭେମାନେ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ।
Odia IRV 2017 (ଓଡିଆ ବାଇବେଲ)
କେବଳ, ଆମ୍ଭେମାନେ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಎವ್ಡ್ಯಾ ಪತರ್ ಚಲುನ್ಗೆತ್ ಯೆಲ್ಲ್ಯಾ ಸಾರ್ಕೆಚ್ ಹೆಚ್ಯಾನ್ ಫಿಡೆಬಿ ತ್ಯಾ ನಿಯಮಾ ಸಾರ್ಕೆಚ್ ಚಲುಂವಾ.