Philippians 3:17 — Compare Translations
7 translations compared side by side
Odia - 1840
"ଭାଇ ଓ ଭଉଣୀମାନେ! ତୁମ୍ଭେ ସମସ୍ତେ ମାେ ଭଳି ଜୀବନ-ଯାପନ କରିବା ପାଇଁ ଚେଷ୍ଟା କରିବା ଉଚିତ୍। ଆମ୍ଭେ ଯେଉଁ ଆଦର୍ଶ ଦଖାଇେଛୁ, ତୁମ୍ଭମାନଙ୍କ ଭିତରୁ ଯେଉଁମାନେ ସହେି ଅନୁସାରେ ଜୀବନ-ଯାପନ କରୁଛନ୍ତି, ସମାନଙ୍କେୁ ଅନୁସରଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭ୍ରାତୃଗଣ, ତୁମ୍ଭେମାନେ ଏକତ୍ର ମିଳି ମୋହର ଅନୁକାରୀ ହୁଅ, ପୁଣି ଆମ୍ଭମାନଙ୍କଠାରେ ଯେଉଁ ଆଦର୍ଶ ଦେଖୁଅଛ, ଯେଉଁମାନେ ତଦନୁଯାୟୀ ଆଚରଣ କରନ୍ତି, ସେମାନଙ୍କ ପ୍ରତି ଦୃଷ୍ଟି କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ହେ ଭାଇମାନେ, ମୋତେ ଅନୁକରଣ କର। ଆମେ ରଖିଥିବା ଆଦର୍ଶ ଅନୁଯାୟୀ ଯେଉଁମାନେ ଆଚରଣ କରୁଛନ୍ତି, ସେମାନଙ୍କୁ ଲକ୍ଷ୍ୟ କର।
Odia Bible ERV 2004 (ପବିତ୍ର ବାଇବଲ)
ଭାଇ ଓ ଭଉଣୀମାନେ! ତୁମ୍ଭେ ସମସ୍ତେ ମୋ’ ଭଳି ଜୀବନ-ଯାପନ କରିବା ପାଇଁ ଚେଷ୍ଟା କରିବା ଉଚିତ୍। ଆମ୍ଭେ ଯେଉଁ ଆଦର୍ଶ ଦେଖାଇଛୁ, ତୁମ୍ଭମାନଙ୍କ ଭିତରୁ ଯେଉଁମାନେ ସେହି ଅନୁସାରେ ଜୀବନ-ଯାପନ କରୁଛନ୍ତି, ସେମାନଙ୍କୁ ଅନୁସରଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭ୍ରାତୃଗଣ, ତୁମ୍ଭେମାନେ ଏକତ୍ର ମିଳି ମୋହର ଅନୁକାରୀ ହୁଅ, ପୁଣି, ଆମ୍ଭମାନଙ୍କଠାରେ ଯେଉଁ ଆଦର୍ଶ ଦେଖୁଅଛ, ଯେଉଁମାନେ ତଦନୁଯାୟୀ ଆଚରଣ କରନ୍ତି, ସେମାନଙ୍କ ପ୍ରତି ଦୃଷ୍ଟି କର।
Odia IRV 2017 (ଓଡିଆ ବାଇବେଲ)
ହେ ଭ୍ରାତୃଗଣ, ତୁମ୍ଭେମାନେ ଏକତ୍ର ମିଳି ମୋହର ଅନୁକାରୀ ହୁଅ, ପୁଣି, ଆମ୍ଭମାନଙ୍କଠାରେ ଯେଉଁ ଆଦର୍ଶ ଦେଖୁଅଛ, ଯେଉଁମାନେ ତଦନୁଯାୟୀ ଆଚରଣ କରନ୍ତି, ସେମାନଙ୍କ ପ୍ରତି ଦୃଷ୍ଟି କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಭಾವಾನು, ತುಮಿ ಸಗ್ಳೆಬಿ ಮಿಯಾ ಕರುನ್ ದಿಲ್ಲ್ಯಾ ವಾಟೆನುಚ್ ಚಲ್ತಲ್ಯಾಕ್ನಿ ಧ್ಯಾನ್ ದಿವಾ;