Philippians 3:18 — Compare Translations

7 translations compared side by side

Odia - 1840
"ଅନକେ ଲୋକ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁମାନଙ୍କ ଭଳି ଜୀବନ-ଯାପନ କରୁଛନ୍ତି। ମୁଁ ଅନକେଥର ଏହି ଲୋକମାନଙ୍କ ବିଷୟ ରେ କହିଛି। ଏବେ ମଧ୍ଯ ମୁଁ କାନ୍ଦିକାନ୍ଦି ସମାନଙ୍କେ ବିଷୟ ରେ କହୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏପରି ଅନେକ ଅଛନ୍ତି, ଯେଉଁମାନଙ୍କର ଆଚରଣ ବିଷୟରେ ମୁଁ ତୁମ୍ଭମାନଙ୍କୁ ଥରକୁଥର କହିଅଛି, ଆଉ ବର୍ତ୍ତମାନ ମଧ୍ୟ କାନ୍ଦି କାନ୍ଦି କହୁଅଛି, ସେମାନେ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ପୂର୍ବରୁ ବହୁ ବାର ମୁଁ ତୁମ୍ଭମାନଙ୍କୁ ଏହି କଥା କହିଛି, ପୁଣି ବର୍ତ୍ତମାନ ମଧ୍ୟ ଅଶ୍ରୁପୂର୍ଣ୍ଣ ଲୋଚନରେ ତାହାର ପୁନରୁକ୍ତି କରୁଛି; ଅନେକେ ନିଜ ନିଜ ଜୀବନରେ ଖ୍ରୀଷ୍ଟଙ୍କ କ୍ରୁଶୀୟ ମୃତ୍ୟୁର ଶତ୍ରୁତା ଆଚରର କରୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଅନେକ ଲୋକ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁମାନଙ୍କ ଭଳି ଜୀବନ-ଯାପନ କରୁଛନ୍ତି। ମୁଁ ଅନେକଥର ଏହି ଲୋକମାନଙ୍କ ବିଷୟରେ କହିଛି। ଏବେ ମଧ୍ୟ ମୁଁ କାନ୍ଦିକାନ୍ଦି ସେମାନଙ୍କ ବିଷୟରେ କହୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏପରି ଅନେକ ଅଛନ୍ତି, ଯେଉଁମାନଙ୍କର ଆଚରଣ ବିଷୟରେ ମୁଁ ତୁମ୍ଭମାନଙ୍କୁ ଥରକୁଥର କହିଅଛି, ଆଉ ବର୍ତ୍ତମାନ ମଧ୍ୟ କାନ୍ଦି କାନ୍ଦି କହୁଅଛି, ସେମାନେ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁ;
Odia IRV 2017 (ଓଡିଆ ବାଇବେଲ)
କାରଣ ଏପରି ଅନେକ ଅଛନ୍ତି, ଯେଉଁମାନଙ୍କର ଆଚରଣ ବିଷୟରେ ମୁଁ ତୁମ୍ଭମାନଙ୍କୁ ଥରକୁଥର କହିଅଛି, ଆଉ ବର୍ତ୍ତମାନ ମଧ୍ୟ କାନ୍ଦି କାନ୍ଦି କହୁଅଛି, ସେମାନେ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಲೈ ಲೊಕಾ ಕ್ರಿಸ್ತಾಚ್ಯಾ ಖುರ್ಸಾಕ್ ವಿರೊದ್ ಹೊವ್ನ್ ಚಲುಲ್ಲಾತ್, ತೆಂಚ್ಯಾ ವಿಶಯಾತ್ ತುಮ್ಕಾ ಮಿಯಾ ಲೈಂದಾ ಸಾಂಗ್ತಲೊ ಅತ್ತಾಬಿ ರಡುನ್ಗೆತ್; ಸಾಂಗ್ತಾ.