Philippians 3:19 — Compare Translations
7 translations compared side by side
Odia - 1840
"ସମାନେେ ଯେପରି ଜୀବନ-ଯାପନ କରୁଛନ୍ତି, ତା'ର ପରିଣତି ବିନାଶ ଅଟେ। ସମାନେେ ପରମେଶ୍ବରଙ୍କୁ ସବୋ କରିବା ପରିବର୍ତେ ନିଜକୁ ଖୁସି କରିବା ପାଇଁ ବଞ୍ଚିଛନ୍ତି। ସମାନେେ ଲଜ୍ଜାଜନକ କାର୍ୟ୍ଯ କରନ୍ତି ଓ ସଗେୁଡ଼ିକ ପାଇଁ ଗର୍ବ କରନ୍ତି ଓ ସମାନେେ କବଳେ ପାର୍ଥିବ ବସ୍ତୁଗୁଡ଼ିକର ଚିନ୍ତା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ନରକରେ ସେମାନଙ୍କ ଜୀବନର ସମାପ୍ତି ଘଟିବାକୁ ଯାଉଛି, କାରଣ ଶାରୀରିକ ଲାଳସା ହିଁ ସେମାନଙ୍କର ଦେବତା। ଯାହା ଲଜ୍ଜାଜନକ, ସେମାନେ ତାହା ଲାଗି ଗର୍ବ କରନ୍ତି; କେବଳ ଜାଗତିକ ବିଷୟବସ୍ତୁ ପାଇଁ ସେମାନେ ଚିନ୍ତା କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯେପରି ଜୀବନ-ଯାପନ କରୁଛନ୍ତି, ତା’ର ପରିଣତି ବିନାଶ ଅଟେ। ସେମାନେ ପରମେଶ୍ୱରଙ୍କୁ ସେବା କରିବା ପରିବର୍ତ୍ତେ ନିଜକୁ ଖୁସୀ କରିବା ପାଇଁ ବଞ୍ଚିଛନ୍ତି। ସେମାନେ ଲଜ୍ଜାଜନକ କାର୍ଯ୍ୟ କରନ୍ତି ଓ ସେଗୁଡ଼ିକ ପାଇଁ ଗର୍ବ କରନ୍ତି ଓ ସେମାନେ କେବଳ ପାର୍ଥିବ ବସ୍ତୁଗୁଡ଼ିକର ଚିନ୍ତା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಕಾ ಆಕ್ರಿಕ್ ಗಾವ್ತಲೆ ನಾಶುಚ್, ತೆಂಚೆ ಪೊಟುಚ್ ತೆಂಚೊ ದೆವ್, ಮರ್ಯ್ಯಾದ್ ಗೆಡಿ ಕಾಮಚ್ ತೆಂಕಾ ಗೌರವ್ ದಿತ್ಯಾತ್, ತೆನಿ ಹ್ಯಾ ಜಗಾಕ್ ಸಮಂದ್ ಪಡಲ್ಯಾ ವಿಶಯಾತ್ನಿ ಮನ್ ಥವ್ತಾತ್.