Philippians 3:20 — Compare Translations

7 translations compared side by side

Odia - 1840
"କିନ୍ତୁ ଆମ୍ଭର ଜନ୍ମଭୂମି ହେଉଛି ସ୍ବର୍ଗ। ଆମେ ସ୍ବର୍ଗରୁ ଆମ୍ଭର ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଆଗମନକୁ ପ୍ରତୀକ୍ଷା କରୁଛୁ। ଯୀଶୁଖ୍ରୀଷ୍ଟ ଆମ୍ଭର ପରିତ୍ରାଣକର୍ତ୍ତା ପ୍ରଭୁ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ତ ସ୍ଵର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଯାହାହେଉ, ଆମ୍ଭେମାନେ ସ୍ୱର୍ଗ ରାଜ୍ୟର ପ୍ରଜା। ସ୍ୱର୍ଗରୁ ଆମ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନକୁ ଆମେ ଆଗ୍ରହରେ ପ୍ରତୀକ୍ଷା କରୁଛୁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆମ୍ଭର ଜନ୍ମଭୂମି ହେଉଛି ସ୍ୱର୍ଗ। ଆମ୍ଭେ ସ୍ୱର୍ଗରୁ ଆମ୍ଭର ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଆଗମନକୁ ପ୍ରତୀକ୍ଷା କରୁଛୁ। ଯୀଶୁ ଖ୍ରୀଷ୍ଟ ଆମ୍ଭର ପରିତ୍ରାଣକର୍ତ୍ତା ପ୍ରଭୁ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ତ ସ୍ୱର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ତ ସ୍ୱର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ತರಿಬಿ ಸರ್‍ಗಾತ್ ರ್‍ಹಾತಲೆ ಥೈತ್ನಾ ರಾಕ್ವನ್‍ಕಾರಿ ಯೆತಲಿ ವಾಟ್ ಬಗುಲ್ಲಾಂವ್, ತೊಚ್ ಧನಿಯಾ ಜೆಜು ಕ್ರಿಸ್ತ್.