Philippians 3:21 — Compare Translations
7 translations compared side by side
Odia - 1840
"ସେ ସ୍ବର୍ଗରୁ ଆସିବେ ଏବଂ ଯେଉଁ ଶକ୍ତି ବଳ ରେ ସବୁ ବିଷୟକୁ ନିଜ ଅଧୀନସ୍ଥ କରନ୍ତି, ସହେି ଶକ୍ତି ବଳ ରେ ସେ ଆମ୍ଭର ହୟେ, ଦହଗେୁଡ଼ିକୁ ପରିବର୍ତ୍ତନ କରି ତାଙ୍କ ନିଜର ଦହେ ଭଳି ଗୌରବମୟ କରି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ଵାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ତଦ୍ଦ୍ଵାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ଶକ୍ତି ବଳରେ ସେ ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ସେହି ଶକ୍ତି ପ୍ରୟୋଗ କରି ସେ ଆମର ଦୁର୍ବଳ ମରଶରୀରକୁ ତାଙ୍କର ଗୌରବମୟ ଶରୀର ସଦୃଶ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସ୍ୱର୍ଗରୁ ଆସିବେ ଏବଂ ଯେଉଁ ଶକ୍ତି ବଳରେ ସବୁ ବିଷୟକୁ ନିଜ ଅଧୀନସ୍ଥ କରନ୍ତି, ସେହି ଶକ୍ତି ବଳରେ ସେ ଆମ୍ଭର ହେୟ, ଦେହଗୁଡ଼ିକୁ ପରିବର୍ତ୍ତନ କରି ତାଙ୍କ ନିଜର ଦେହ ଭଳି ଗୌରବମୟ କରିଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରିପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಸಗ್ಳೆಬಿ ಅಪ್ನಾಕ್ ಮಾನಿ ಸಾರ್ಕೆ ಕರುನ್ ಘೆತಲಿ ಬಳ್ ಘೆವ್ನ್ ಗರಿಬ್ಪಾನಾತ್ ಹೊತ್ತೆ ಅಮ್ಚೆ ಆಂಗ್ ಬಳ್ ಹೊತ್ತ್ಯಾ ಅಪ್ಲೆ ಆಂಗ್ ಸಾರ್ಕೆ ರುಪ್ ದಿತಾ.