Philippians 3:4 — Compare Translations
7 translations compared side by side
Odia - 1840
"ଯଦିଓ ମୁଁ ନିଜ ଶକ୍ତି ରେ ବିଶ୍ବାସ ରଖି ପାରିବି ତଥାପି ମୁଁ ନିଜ ଶକ୍ତି ଉପରେ ବିଶ୍ବାସ ରଖୁ ନାହିଁ। ଯଦି କୌଣସି ଲୋକ ଭାବେ ଯେ ନିଜ ଉପରେ ବିଶ୍ବାସ କରିବାର ତା'ର କାରଣ ଅଛି, ତା ହେଲେ ମୁଁ କହିବି ଯେ ତା' ଅପେକ୍ଷା ମାରେ ନିଜ ଉପରେ ବିଶ୍ବାସ କରିବା ପାଇଁ ଅଧିକ କାରଣ ଅଛି। ଏହା ସେ ଜାଣିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତ ବାହ୍ୟିକ ବିଷୟ ଉପରେ ମଧ୍ୟ ନିର୍ଭର କରି ପାରନ୍ତି; ଯଦି ଅନ୍ୟ କେହି ବାହ୍ୟିକ ବିଷୟ ଉପରେ ନିର୍ଭର କରି ପାରେ ବୋଲି ମନେ କରେ, ତେବେ ମୁଁ ଅଧିକ କରି ପାରେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଅବଶ୍ୟ ସେ ସବୁ ଉପରେ ଆସ୍ଥା ରଖିବା ମୋ’ ପକ୍ଷରେ ଯଥାର୍ଥ ହୁଅନ୍ତା। ଯଦି କେହି ବାହ୍ୟିକ ରୀତିନୀତିର ଆବଶ୍ୟକତା ଉପରେ ଗୁରୁତ୍ୱ ଦେଇପାରେ, ସେପରି କରିବା ପାଇଁ ମୋର ଯଥେଷ୍ଟ କାରଣ ଅଛି।
Odia Bible ERV 2004 (ପବିତ୍ର ବାଇବଲ)
ଯଦିଓ ମୁଁ ନିଜ ଶକ୍ତିରେ ବିଶ୍ୱାସ ରଖି ପାରିବି ତଥାପି ମୁଁ ନିଜ ଶକ୍ତି ଉପରେ ବିଶ୍ୱାସ ରଖୁ ନାହିଁ। ଯଦି କୌଣସି ଲୋକ ଭାବେ ଯେ ନିଜ ଉପରେ ବିଶ୍ୱାସ କରିବାର ତା’ର କାରଣ ଅଛି, ତା’ହେଲେ ମୁଁ କହିବି ଯେ ତା’ ଅପେକ୍ଷା ମୋର ନିଜ ଉପରେ ବିଶ୍ୱାସ କରିବା ପାଇଁ ଅଧିକ କାରଣ ଅଛି। ଏହା ସେ ଜାଣିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତ ବାହ୍ୟିକ ବିଷୟ ଉପରେ ମଧ୍ୟ ନିର୍ଭର କରିପାରନ୍ତି; ଯଦି ଅନ୍ୟ କେହି ବାହ୍ୟିକ ବିଷୟ ଉପରେ ନିର୍ଭର କରିପାରେ ବୋଲି ମନେ କରେ, ତେବେ ମୁଁ ଅଧିକ କରିପାରେ;
Odia IRV 2017 (ଓଡିଆ ବାଇବେଲ)
ମୁଁ ତ ବାହ୍ୟିକ ବିଷୟ ଉପରେ ମଧ୍ୟ ନିର୍ଭର କରି ପାରନ୍ତି; ଯଦି ଅନ୍ୟ କେହି ବାହ୍ୟିକ ବିଷୟ ଉପରେ ନିର୍ଭର କରି ପାରେ ବୋଲି ମନେ କରେ, ତେବେ ମୁଁ ଅଧିକ କରିପାରେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ತರ್ಬಿ ಆಂಗಾಕ್ ಸಮಂದ ಪಡಲ್ಲ್ಯಾ ವಿಶಯಾತ್ ಬರೊಸೊ ಥವ್ಕ್ ಅವಕಾಶ್ ಹಾಯ್, ದುಸ್ರಿ ಲೊಕಾ ಕೊನ್ ತರ್ಬಿ ಆಂಗಾಕ್ ಸಮಂದ್ ಪಡಲ್ಲೆ ವಿಶಯಾತ್ ಬರೊಸೊ ಥವ್ಚ್ ಮನುನ್ ಚಿಂತುನ್ ರ್ಹಾಲ್ಯಾರ್ ಮಿಯಾ ತೆಚ್ಯಾ ಕಿಂತಾಬಿ ಲೈಚ್ ತಸೆ ಚಿಂತುಕ್ ಹೊತಾ.