Philippians 3:6 — Compare Translations
7 translations compared side by side
Odia - 1840
"ୟିହୁଦୀଧର୍ମ ପାଇଁ ମାରେଏତେ ଅଧିକ ଉଦ୍ ଯୋଗ ଥିଲା ଯେ ମୁଁ ମଣ୍ଡଳୀକୁ ତାଡ଼ନା କରୁଥିଲି। ବିଶ୍ବାସୀମାନଙ୍କୁ ତାଡ଼ନା ଦେଉଥିଲି। ମୁଁ ଯେପରି ଭାବରେ ମାଶାଙ୍କେ ନିୟମ ପାଳନ କରୁଥିଲି, କହେି ହେଲେ ମାଠାେ ରେ କୌଣସି ଦୋଷ ପାଇ ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉଦ୍ଯୋଗ ସମ୍ଵନ୍ଧରେ ମଣ୍ତଳୀର ଜଣେ ତାଡ଼ନାକାରୀ, ପୁଣି ବ୍ୟବସ୍ଥାଗତ ଧାର୍ମିକତା ସମ୍ଵନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏବଂ ମୋର ନିଷ୍ଠାପରତା ହେତୁ ମୁଁ ଖ୍ରୀଷ୍ଟୀୟ ମଣ୍ଡଳୀକୁ ଉତ୍ପୀଡ଼ନ କଲି। ବ୍ୟବସ୍ଥାର ଆଜ୍ଞା ପାଳନ ଦ୍ୱାରା ଯଦି ମନୁଷ୍ୟ ଧାର୍ମିକ ହୋଇପାରେ, ତେବେ ମୁଁ ନିଷ୍ପାପ ଥିଲି।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀଧର୍ମ ପାଇଁ ମୋର ଏତେ ଅଧିକ ଉଦ୍ଯୋଗ ଥିଲା ଯେ ମୁଁ ମଣ୍ଡଳୀକୁ ତାଡ଼ନା କରୁଥିଲି। ବିଶ୍ୱାସୀମାନଙ୍କୁ ତାଡ଼ନା ଦେଉଥିଲି। ମୁଁ ଯେପରି ଭାବରେ ମୋଶାଙ୍କ ନିୟମ ପାଳନ କରୁଥିଲି, କେହିହେଲେ ମୋ’ଠାରେ କୌଣସି ଦୋଷ ପାଇ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉଦ୍ଯୋଗ ସମ୍ବନ୍ଧରେ ମଣ୍ଡଳୀର ଜଣେ ତାଡ଼ନାକାରୀ, ପୁଣି, ମୋଶାଙ୍କ ବ୍ୟବସ୍ଥାଗତ ଧାର୍ମିକତା ସମ୍ବନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି।
Odia IRV 2017 (ଓଡିଆ ବାଇବେଲ)
ଉଦ୍ଯୋଗ ସମ୍ବନ୍ଧରେ ମଣ୍ଡଳୀର ଜଣେ ତାଡ଼ନାକାରୀ, ପୁଣି, ମୋଶାଙ୍କ ବ୍ୟବସ୍ଥାଗତ ଧାର୍ମିକତା ସମ୍ବନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮತಾಸಕ್ತಿ ಬಗಟ್ಲ್ಯಾರ್ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ ತರಾಸ್ ದಿತಲೊ, ಖಾಯ್ದ್ಯಾಂಚ್ಯಾ ಪುಸ್ತಾಕಾತ್ ಸಾಂಗಲ್ಲಿ ನಿತ್ ಬಗಟ್ಲ್ಯಾರ್, ಮಿಯಾ ಕಾಯ್ ಚುಕ್ ಕರುಕ್ ನತ್ತೊ.